ଭିଜିଲାନ୍ସ ଜାଲରେ ଓପିଏଚ୍‌ଡବ୍ଲ୍ୟୁସି ମ୍ୟାନେଜର : ୧୦ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/ବାସୁଦେବପୁର,୯।୧୧(ବ୍ୟୁରୋ/ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ହାଉସିଂ କର୍ପୋରେଶନର (ଓପିଏଚ୍‌ଡବ୍ଲ୍ୟୁସି) ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଏକକାଳୀନ ଭିଜିଲାନ୍ସ ଟିମ୍‌ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ସମେତ ଏକକାଳୀନ ୧୦ଟି ସ୍ଥାନରେ ରେଡ୍‌ ଜାରି ରଖିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସ୍‌ପି, ୫ଜଣ ଡିଏସ୍‌ପି ଏବଂ ୭ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ନେଇ କୌଣସି ତଥ୍ୟ ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଲାଞ୍ଚ ମାଗୁଛନ୍ତି କୃଷି କର୍ମଚାରୀ ଭିଡିଓ ଭାଇରାଲ…

ଚାନ୍ଦବାଲି,୧୯।୧୧(କିଷାନ ପାତ୍ର):ବାତ୍ୟାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ ପାଇଁ ଘୋଷଣା କରିବା ପରେ ଏବେ ଚାଷୀଙ୍କୁ ଶୋଷଣ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷତିପୂରଣ ବାବଦରେ...

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି...

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା...

ଏବେ କେଉଁ ଦଳରେ ଅଛନ୍ତି ସୁର ରାଉତରାୟ? ନିଜେ କଲେ ଖୁଲାସା

ତିର୍ତ୍ତୋଲ,୨୦।୧୧(ଗୌରାଙ୍ଗ ଚରଣ ସ୍ବାଇଁ):ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲଠାରେ ଚେଳିତୋଳ ବାଲିଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବର ମଙ୍ଗଳବାର ଚତୁର୍ଥ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବରିଷ୍ଠ...

୨୫ରେ ବିଧାନସଭା ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୦ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୬ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ଭାଜପା ସରକାର ଆସିବା ପରେ ଏହା ଦ୍ୱିତୀୟ ବିଧାନସଭା...

ବଢ଼ିଲା ଯୁକ୍ତ୨ ପରୀକ୍ଷା ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୨୦/୧୧ (ଅନୁରାଧା ମହାରଣା):ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri