Categories: ଜାତୀୟ

୨୭ରେ ନାମାଙ୍କନପତ୍ର ଦାଖଲ କରିବେ ଯଶବନ୍ତ

ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଜୁନ ୨୭ରେ ନାମାଙ୍କନପତ୍ର ଦାଖଲ କରିବେ। ଯଶବନ୍ତ ଦୁଇ ଦିନିଆ ବିହାର ଏବଂ ଝାଡଖଣ୍ଡ ଗସ୍ତ କରିବେ ବୋଲି ଜଣାପଡିଛି। ସେହିପରି ଆଜିଠୁ ସିହ୍ନାଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢାଇ ଦିଆଯାଇଛି। ଅନ୍ୟପଟେ, ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ବରିଷ୍ଠ ଭାଜପାର କର୍ମକତ୍ତା ଉପସ୍ଥିତ ଥିଲେ।

 

Share