Posted inଜାତୀୟ

ଚାଇନା ସହ ମୁହାଁମୁହିଁ ପରିସ୍ଥିତିକୁ ନେଇ ଗୃହରେ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୧୩।୧୨: ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପ୍ରସଙ୍ଗରେ ବିରୋଧୀ ଦଳ ପାର୍ଲାମେଣ୍ଟରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଏହାକୁ ନେଇ ଉଭୟ ଗୃହରେ ବିରୋଧର ହଙ୍ଗାମା ଜାରି ରହିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଲୋକ ସଭା ପ୍ରକ୍ରିୟା ଦିନ ୧୨.୦୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ମୋଦିଙ୍କ ଠାରୁ ଉତ୍ତର ମାଗୁଥିବାବେଳେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଏବଂ କଂଗ୍ରେସ ଏମ୍‌ପି ମନୀଷ ତିୱାରୀ ଆଡଜର୍ଣ୍ଣମେଣ୍ଟ ମୋସନ ନୋଟିସ ଦେଇଛନ୍ତି।
ସୂଚନାଯୋଗ୍ୟ,: ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଭାରତ ଏବଂ ଚାଇନା ମଧ୍ୟରେ ପୁଣି ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୬ ଜଣ ଭାରତୀୟ ସେନା ଆହତ ହୋଇଥିବା ବେଳେ ଚାଇନାର ୧୨ରୁ ଅଧିକ ସେନା ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ମଦ୍ରାସା ଆଇନ ବୈଧ

ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ...

ଅଧା ରହିଗଲା ଶାରଦାଙ୍କ ସ୍ବପ୍ନ

ବାରାଣସୀ,୫।୧୧: ରାମଲଲାଙ୍କୁ ଦେଖିବା ପରେ ମୋତେ ଦରବାରକୁ କୋର୍ଟକୁ ମଧ୍ୟ ଯିବାକୁ ପଡିବ । ମୋତେ ତାଙ୍କ ପାଦତଳେ ପ୍ରଣାମ କରିବାକୁ ପଡିବ, ଦେଖିବା ଏହି...

ଗୁଜରାଟରେ ବଡ଼ ଦୁର୍ଘଟଣା: ବୁଲେଟ୍‌ ଟ୍ରେନ୍‌ ପାଇଁ ନିର୍ମାଣ ହେଉଥିବା ବ୍ରିଜ୍‌ ଭୁଶୁଡ଼ିଲା, ଫସି ରହିଛନ୍ତି ୪ ଶ୍ରମିକ

ଗାନ୍ଧିନଗର,୫।୧୧: ଗୁଜରାଟରେ ନିର୍ମାଣାଧୀନ ବୁଲେଟ୍‌ ଟ୍ରେନ୍‌ ପ୍ରକଳ୍ପରେ ବଡ଼ ଦୁର୍ଘଟଣା ଘଟିଛି। ଭାସାଦ ନିକଟରେ ନିର୍ମାଣାଧୀନ ବ୍ରିଜର ଏକ ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ...

ଓଡ଼ିଆଣୀ ବେଶରେ କମଲା, ପ୍ରଚାରବେଳେ ତଳେ ବସି ଖାଇଲେ ଟ୍ରମ୍ପ! ଦେଖନ୍ତୁ ଭାଇରାଲ ଫଟୋ

ନୂଆଦିଲ୍ଲୀ,୫।୧୧: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ତେବେ ରାଷ୍ଟ୍ରପତି କିଏ ହେବ ଏନେଇ ସାରା ବିଶ୍ୱର ନଜର ରହିଛି। ସେଠାରେ ଡୋନାଲ୍ଡ ଟ୍ରମ୍ପ...

ଝାଡଖଣ୍ଡରେ ଓଡ଼ିଶା ଫମୂର୍ଲା ପକାଇଲା ଭାଜପା, ଚମ୍ପାଇ-ମାରାଣ୍ଡି ଆଉଟ୍‌…

ରାଞ୍ଚି,୫।୧୧: ଝାଡଖଣ୍ଡରେ ଭୋଟ ତାରିଖ ପାଖେଇ ଆସୁଥିବାବେଳେ ଭାଜପା ଏହାର ରଣନୀତିରେ ଏକ ବଡ଼ ପରିବର୍ତ୍ତନ କରିଛି। ଚମ୍ପାଇ ସୋରେନଙ୍କ ପରେ ବର୍ତ୍ତମାନ ଅର୍ଜୁନ ମୁଣ୍ଡା...

୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ...

ଭୁଲ ତଥ୍ୟ ଦେଉଛି ଉଇକିପିଡିଆ, ସରକାର ଦେଲେ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧୧: ଭୁଲ ତଥ୍ୟ ତଥା ସୂଚନା ଦେଉଛି Wikipedia। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ଉଇକିପିଡ଼ିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର। ଏଥିସହ ତାକୁ...

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri