ଫ୍ଲୋର ଟେଷ୍ଟ ପୂର୍ବରୁ ବିରୋଧୀ ଦଳର ବୈଠକ

ଇସ୍‌ଲାମାବାଦ,୯।୪: ଶନିବାର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଭାଗ୍ୟ ପରୀକ୍ଷା। ଆଉ କିଛି ସମୟ ପରେ ନ୍ୟାସନାଲ ଆସେମ୍ଲିରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ କରାଯିବ। ତେବେ ଫ୍ଲୋର ଟେଷ୍ଟ ପୂର୍ବରୁ ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ପିପୁଲ୍ସ ପାର୍ଟିର ଅଧ୍ୟକ୍ଷ ବିଲାଓ୍ବାଲ ଭୁଟ୍ଟୋ ଜରଦାରୀ ଓ ମରିୟମ୍‌ ନଓ୍ବାଜ ସମତେ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଏହି ବୈଠକରେ ଆଗାମୀ ପ୍ରଧାନମନ୍ତ୍ରୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା।

Share