କୃଷି ଆଇନକୁ ବିରୋଧ କରି ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଛତ୍ରପୁର,୫ା୧୨(ଡି.ଏନ୍‌.ଏ.): ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ କେନ୍ଦ୍ର ସରକାରଙ୍କ କୃଷି ମାରଣ ନୀତିର ପ୍ରତିବାଦ କରି ଶନିବାର ଛତ୍ରପୁରଠାରେ ଭାରତୀୟ ବିକାଶ ପରିଷଦ ଓ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃ ମନ୍ତ୍ରୀ ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା।

Share