ୱେସ୍କୋ ଘରୋଇକରଣକୁ ବିରୋଧ

ଦେବଗଡ଼,୧୮ା୧୨ (ଡି.ଏନ୍‌.ଏ.)
ୱେସ୍କୋ ଘରୋଇକରଣକୁ ବିରୋଧ କରି ଦେବଗଡ଼ ବିଦ୍ୟୁତ୍‌ ବିଭାଗର କର୍ମଚାରୀମାନେ ବିଭାଗ ମୁଖ୍ୟ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ ା ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ, ହିରା ଜିଇଡ଼ି କର୍ମଚାରୀ ସଂଘ, ସ୍ବେସ୍କୋ ଇଞ୍ଜିନିୟର୍ସ୍‌ ସର୍ଭିସ୍‌ ଆସୋସିଏଶନ୍‌ ଏବଂ ଡ଼ିପ୍ଲୋମା ଇଞ୍ଜିନିୟର୍ସ୍‌ ସଂଘ ସଦସ୍ୟମାନେ ସରକାରଙ୍କ ଘରୋଇକରଣକୁ ଜନବିରୋଧି କାର୍ଯ୍ୟ ବୋଲି କହିଥିଲେ ା ଧାରଣାରେ ଦେବଗଡ଼ ବିଦ୍ୟୁତ ବିଭାଗର ସମସ୍ତ କର୍ମକର୍ତ୍ତା ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…

ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ।...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

Pahalgam Terror Attack: ମୋଦି ସରକାରଙ୍କୁ ବଡ଼ ଅପିଲ କଲେ ଖାର୍ଗେ, କହିଲେ ଆମେ ସାଥିରେ ଅଛୁ

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ...

Kashmir Attack: ପାକିସ୍ତାନ ମୁହାଁ ଭାରତୀୟ ସେନା! ହେବ କି ବଡ଼ଯୁଦ୍ଧ

ନୂଆଦିଲ୍ଲୀ,୨୩।୪: ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଅତ୍ୟଧିକ ବୃଦ୍ଧି କରିଛି। ଏହି...

Pahalgam Terror Attack: ପାକିସ୍ତାନ ପରେ ଆସିଲା ଚାଇନାର ପ୍ରଥମ ପ୍ରତିକ୍ରିୟା

ଶ୍ରୀନଗର,୨୩।୪: ପାକିସ୍ତାନ ପରେ ଏବେ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଚାଇନାର ପ୍ରତିକ୍ରିୟା ଆସିଛି। ନୂଆଦିଲ୍ଲୀରେ ଚାଇନାର ରାଷ୍ଟ୍ରଦୂତ ଜୁ ଫେଇହୋଙ୍ଗ ଏକ ସୋସିଆଲ...

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ...

Pahalgam Terror Attack: ଆଟାକ୍‌ ପରେ ପରେ କଶ୍ମୀର ମସଜିଦରୁ ଶୁଭିଲା ଏମିତି ଶଦ୍ଦ, ପୁରା ଦେଶ ସ୍ତବ୍ଧ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପୁରା ଦେଶ ସ୍ତବ୍ଧ ହୋଇଯାଇଛି। ସବୁଠୁ ବଡ଼କଥା ହେଉଛି କଶ୍ମୀରର ମସଜିଦରେ ଏମିତି କିଛି ଘୋଷଣା କରାଯାଇଛି। ଯାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image