ସାମ୍ବାଦିକତା ପାଠ ପଢିଥିଲେ ବଡ଼ ନିଯୁକ୍ତି ସୁଯୋଗ: ଓପିଏସସି ପ୍ରକାଶ କଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୯: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ SDIPRO ପଦବୀ ପାଇଁ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ତଥା ଯୋଗ୍ୟ ପ୍ରାର୍ଥୀମାନେ ଓପିଏସସିର ଅଫିସିଆଲ୍ ୱେବସାଇଟ୍ www.opsc.gov.in ରେ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ସେପ୍ଟେମ୍ବର ୩୦ ରେ ଆରମ୍ଭ ହୋଇ ୩୦ ଅକ୍ଟୋବର ୨୦୨୪ ରେ ଶେଷ ହେବ।

ମୋଟ ପଦବୀ: ୩୯ ଟି।
ମହିଳାମାନଙ୍କ ପାଇଁ ଖାଲିଥିବା ପଦବୀ: ୧୩ ଟି।
ଯୁଆର ପ୍ରାର୍ଥୀ: ୨୧ ଟି।

ଏସଇବିସି ପ୍ରାର୍ଥୀ: ୩ ଟି।

ଏସସି ପ୍ରାର୍ଥୀ: ୬ ଟି।

ଏସଟି ପ୍ରାର୍ଥୀ: ୯ ଟି।

ଶିକ୍ଷାଗତ ଯୋଗ୍ୟତା: ପ୍ରାର୍ଥୀମାନେ ସାମ୍ବାଦିକତା ଏବଂ ଗଣ ଯୋଗାଯୋଗରେ ଏକ ବର୍ଷର ପୋଷ୍ଟ ଗ୍ରାଜୁଏଟ୍ ଡିପ୍ଲୋମା କିମ୍ବା ସାମ୍ବାଦିକତା ଏବଂ ଗଣ ଯୋଗାଯୋଗରେ ଡିଗ୍ରୀ ହାସଲ କରିଥିବା ଆବଶ୍ୟକ।

ବୟସ ସୀମା: ଜାନୁଆରୀ ୧, ୨୦୨୪ ସୁଦ୍ଧା ପ୍ରାର୍ଥୀମାନେ ୨୧ ରୁ ୩୮ ବର୍ଷ ବୟସ ହୋଇଥିବା ଆବଶ୍ୟକ। ସରକାରୀ ନିର୍ଦ୍ଦେଶାବଳୀ ଅନୁଯାୟୀ ବିଭିନ୍ନ ବର୍ଗର ଆବେଦନକାରୀଙ୍କ ଲାଗି ବୟସସୀମା କୋହଳ କରାଯିବ।

ଚୟନ ପ୍ରକ୍ରିୟା: ଲିଖିତ ପରୀକ୍ଷା ଏବଂ ସାକ୍ଷାତକାର ମାଧ୍ୟମରେ ହେବ।

କିପରି ଆବେଦନ କରିବେ: ଓପିଏସସିର ଅଫିସିଆଲ୍ ୱେବସାଇଟ୍ ରେ ଆବେଦନ ଲିଙ୍କ ଉପଲବ୍ଧ ହେବା ପରେ www.opsc.gov.in ରେ ଯାଇ ଆବେଦନ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ନିଯୁକ୍ତି ସୁଯୋଗ, ଦଶମ ପାସ୍‌ କରିଥିଲେ କରିପାରିବେ ଆବେଦନ, ଦରମା ରହିଛି…

ଭୁବନେଶ୍ୱର,୨୪।୯: ସୋମବାର ଓଡ଼ିଶା ପୋଲିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ବାଟାଲିୟନ ଅଧୀନରେ Sepoys/Constable ନିଯୁକ୍ତି ୨୦୨୪ ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ...

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା।...

RI, ICDS, ARI, AMIN, SFS ପରୀକ୍ଷା ପାଇଁ ଆସିଲା ଆଡମିଟ୍ କାର୍ଡ

ଭୁବନେଶ୍ୱର,୧୪।୯: ଓଡିଶା ସବ-ଅର୍ଡିନେଟ ଷ୍ଟାଫ ସିଲେସ୍କନ କମିଶନ ପକ୍ଷରୁ RI, ICDS, ARI, AMIN, SFS ପଦବୀ ପାଇଁ ଆଡମିଟ୍‌ କାର୍ଡ ପ୍ରକାଶ ପାଇଛି। ଆସନ୍ତା...

ଆସିଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

କଟକ,୧୨।୯: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା...

ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ, ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ଆଣିବେ ସ୍ୱତନ୍ତ୍ର ଆଇନ୍‌, ଖାଲି ରହିଛି ୧ ଲକ୍ଷ ୩୨ ହଜାର ୪୫୯ ପଦବୀ

ଭୁବନେଶ୍ୱର,୧୧।୯: ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍‌ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ...

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର,୬।୯: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ...

ଓଡ଼ିଶା DRDOରେ ନିଯୁକ୍ତି ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ, ଦରମା ରହିଛି…

ଭୁବନେଶ୍ୱର,୩।୯: ଡିଆରଡିଓ(DRDO) ITR ଖାଲି ପଦବୀ ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେଣୁ ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ସୁଯୋଗକୁ ହାତଛଡ଼ା କରନ୍ତୁ ନାହିଁ।...

ଓଡ଼ିଶା ଜିଲା ପରିଷଦର ୧୪୮୭ ପଦବୀରେ ନିଯୁକ୍ତି ସୁଯୋଗ: ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ବର,୧।୯: ଏମଜିଏନଆରଇଜିଏ ଯୋଜନା ଅନ୍ତର୍ଗତ ଚୁକ୍ତି ଭିତ୍ତିରେ ଗ୍ରାମ ରୋଜଗର ସେବକ (GRS) ନିଯୁକ୍ତି ପାଇଁ ଓଡିଶା ଜିଲା ପରିଷଦ ଘୋଷଣା କରିଛି। ବାଲେଶ୍ୱର, ନୁଆପଡା,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri