ଓଲଟିଲା କମଳା ବୋଝେଇ ପିକ୍‌ଅପ୍‌

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାକ ଜିଲାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଏକ କମଳା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛ। ଏଥିରେ ଚାଳକ ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି। ଖବର ପାଇ ସୋରଡ଼ା ଆଇଆଇସି ରମେଶ ପ୍ରଧାନ ସଦଳବଳ ପହଞ୍ଚି ତଦନ୍ତ କରିଛନ୍ତି।

ପ୍ରକାଶ ଯେ, ଛତିଶଗଡ଼ ଅଞ୍ଚଳରୁ କମଳା ବୋଝେଇ ଭ୍ୟାନ୍‌ ନଂ (ସିଜି ୦୪ ଏନ୍‌କେ ୦୫୫୩) ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଗୁରୁବାର ବିଳମ୍ବିତ ରାତିରେ ଘାଟି ରାସ୍ତା ପାର ହେଉଥିବା ବେଳେ ଚାଳକଙ୍କ ଆଖି ଲାଗିଯାଇଥିବାରୁ ଏହି ଦୁର୍ଘଟଣା ହୋଇଥିବା ହେଲପର କହିଛନ୍ତି। ତେବେ ପଥର ଓ୍ବାଲ୍‌ ଥିବା ଯୋଗୁ ପିକ୍‌ଅପ୍‌ଟି ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri