ରାଜ୍ୟରେ ହସ୍ପିଟାଲ୍‌ ଅଗ୍ନି ନିରାପତ୍ତା ନେଇ ଜବାବ ତଲବ: ତଥ୍ୟ ମାଗିଲେ ହାଇକୋର୍ଟ

କଟକ,୨୯।୧: ରାଜ୍ୟରେ ହସ୍ପିଟାଲ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ତଥ୍ୟ ମାଗିଲେ ହାଇକୋର୍ଟ। ବୁଧବାର ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁଥିରେ ରାଜ୍ୟର ଡାକ୍ତରଖାନାଗୁଡ଼ିକର ଅଗ୍ନି ନିରାପତ୍ତା ପରିସ୍ଥିତି ସମ୍ପର୍କରେ ଏକ ବିସ୍ତୃତ ସତ୍ୟପାଠ ଦାଖଲ କରିବାକୁ ଓଡ଼ିଶାର ଅଗ୍ନିଶମ ସେବା, ଗୃହରକ୍ଷୀ ଏବଂ ସିଭିଲ ଡିଫେନ୍ସର ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ନିର୍ଦ୍ଦେଶନାମା ସରକାରୀ ଏବଂ ବେସରକାରୀ କ୍ଷେତ୍ର ଉଭୟର ଡାକ୍ତରଖାନା ପାଇଁ ରହିଛି। କେନ୍ଦ୍ରାପଡ଼ାର ଏକ ଡାକ୍ତରଖାନାର ଅଗ୍ନି ନିରାପତ୍ତା ପ୍ରମାଣପତ୍ର ସମ୍ପର୍କିତ ଏକ ଆବେଦନର ଶୁଣାଣି କରି ଜଷ୍ଟିସ୍ ଏସ୍ କେ ପାଣିଗ୍ରାହୀ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।

“ବୁଧବାର ଠାରୁ ଚାରି ମାସ ମଧ୍ୟରେ ରାଜ୍ୟର ସମସ୍ତ ଡାକ୍ତରଖାନାର ସମ୍ପୂର୍ଣ୍ଣ ଅଗ୍ନି ନିରାପତ୍ତା ଅଡିଟ୍ ରିପୋର୍ଟ ଏହି କୋର୍ଟରେ ଦାଖଲ କରିବାକୁ ନିର୍ଦ୍ଦେଶନାମାରେ ହାଇକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ...

ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା...

ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍‌.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ...

ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ...

ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର...

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image