ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ

କଟକ ଅଫିସ,୭।୬: ଆସନ୍ତା ଜୁନ୍‌ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର ଶୁଣାଣି କରି କୋର୍ଟ ମାମଲାକୁ ଖାରଜ କରିଦେବା ପରେ ଆଶଙ୍କା ଟଳିଛି। ଶୁଣାଣି ସମୟରେ ଷ୍ଟାଡିୟମରେ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ନେଇ ଆଡଭୋକେଟ ଜେନେରାଲ କୋର୍ଟଙ୍କୁ ଅବଗତ କରାଇଥିଲେ ।

ପ୍ରକାଶ ଯେ, ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ଦର୍ଶାଇ ମ୍ୟାଚକୁ ବନ୍ଦ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଢେଙ୍କାନାଳ ଅଞ୍ଚଳର ସଞ୍ଜୟ ନାୟକ । ଅଗ୍ନିନିରାପତ୍ତା ବ୍ୟବସ୍ଥା ନ ଥିବାରୁ ମ୍ୟାଚ ବନ୍ଦ କରାଯାଉ ବୋଲି କୋର୍ଟରେ ପାର୍ଥନା କରିଥିଲେ ସଞ୍ଜୟ । ଏହି ମାମଲାରେ ରାଜ୍ୟ ସରକାର, ବିସିସିଆଇ, ଓସିଏ ସମେତ ୧୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)।...

ଗଞ୍ଜାମରେ ବଢୁଛି ଶକ୍ତି: ଭାଜପାରେ ମିଶିଲେ ୪ ସମିତି ସଭ୍ୟ

ଆସିକା,୧୮ା୧୧(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଜୋର୍‌ଦାର ଚାଲିଛି। ସୋମବାର ଆସିକା ବ୍ଲକ...

ଅନାସ୍ଥାରେ ହାରିଲେ ଏନ୍‌ଏସି ଉପାଧ୍ୟକ୍ଷା: ବିରୋଧୀଙ୍କୁ ଦେଇଦେଲେ ନିଜ ଭୋଟ୍‌

ବେଲଗୁଣ୍ଠା,୧୮ା୧୧(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସି ଉପାଧ୍ୟକ୍ଷା ଟି. ବବିତା କୁମାରୀ ସୋମବାର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଗତ ୬ ତାରିଖରେ କାଉନସିଲମାନେ...

ବଢ଼ିଲା ଦଶମ ପରୀକ୍ଷା ୨୦୨୫ ଫର୍ମ ଭରିବା ତାରିଖ

ଭୁବନେଶ୍ୱର,୧୮।୧୧: ଦଶମ ପରୀକ୍ଷା ୨୦୨୫ ପାଇଁ ଫର୍ମ ଭରିବା ତାରିଖ ଘୁଞ୍ଚିଛି। ସୋମବାର ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଏହି ସୂଚନା ଦେଇଛି। ବିଏସଇ...

ଗଞ୍ଜାମରେ ଡିସେମ୍ବର ୨୩ରୁ ଧାନ ସଂଗ୍ରହ

ଛତ୍ରପୁର,୧୮ା୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ରହ୍ମପୁର...

ଦୁଇଘଣ୍ଟା ଅଟକି ଯାଇଥିଲା ହୃଦସ୍ପନ୍ଦନ: ଯୁବକଙ୍କୁ ନୂଆ ଜୀବନ ଦେଲେ ଭୁବନେଶ୍ୱର ଏମ୍ସ ଡାକ୍ତର

ଭୁବନେଶ୍ୱର,୧୮।୧୧: ଭୁବନେଶ୍ୱର ଏମ୍ସ ଡାକ୍ତଙ୍କୁ ମିଳିଛି ଐତିହାସିକ ସଫଳତା। ଡାକ୍ତରୀ ଉତ୍କର୍ଷତା ଏବଂ କାର୍ଯ୍ୟପ୍ରତି ସମର୍ପିତ ଭାବର ଏକ ଅଦ୍ଭୁତ ପ୍ରଦର୍ଶନରେ ଏମ୍ସ ଭୁବନେଶ୍ୱରରେ ଉତ୍ସର୍ଗୀକୃତ...

ମକାମଣ୍ଡି ଉଦ୍‌ଘାଟିତ

ଉମରକୋଟ, ୧୮।୧୧(ସନ୍ତୋଷ ଶତପଥୀ): କେନ୍ଦ୍ର ସରକାରଙ୍କ ସଂସ୍ଥା ନାଫେଡ୍‌ ପକ୍ଷରୁ ନବରଙ୍ଗପୁର ଜିଲାର ଉମରକୋଟ, ଝରିଗାଁ ଓ ରାଇଘରରେ ମକାମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଉମରକୋଟ ଆର୍‌ସିଏମ୍‌ଏସ୍‌...

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri