ଓଡ଼ିଆ ସାମ୍ବାଦିକତା ଦିବସ

ଓଡ଼ିଶାର ପ୍ରଥମ ଓଡ଼ିଆ ଖବରକାଗଜ ଭାବେ ‘ଉକତ୍ଳ ଦୀପିକା’ ୧୮୬୬ ମସିହା ଅଗଷ୍ଟ ୪ରେ ଆମତ୍ପ୍ରକାଶ କରିଥିଲା। ଏହାର ପ୍ରଥମ ସମ୍ପାଦକ ଥିଲେ ଗୌରୀଶଙ୍କର ରାୟ। ପ୍ରଥମେ ଏହା ସାପ୍ତାହିକ ଏବଂ ପରବର୍ତ୍ତୀ ସମୟରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା। ଗୌରୀଶଙ୍କର ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ବାବୁ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ କଟକଠାରେ ପ୍ରତିଷ୍ଠିତ କଟକ ପ୍ରିଣ୍ଟିଂ କମ୍ପାନୀରୁ ଏହି ଖବରକାଗଜ ପ୍ରକାଶ ପାଉଥିଲା। ଏହା ତକତ୍ାଳୀନ ସାମାଜିକ ତଥା ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍‌ଦର୍ଶନ ଦେବା ସହ ଓଡ଼ିଆମାନଙ୍କ ସ୍ବାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ ଦାବି ଉପସ୍ଥାପିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା କରିଥିଲା। ବାଲ୍ୟ ବିବାହ ପରି ଘୃଣା ପ୍ରଥା ବିରୋଧରେ ମଧ୍ୟ ସ୍ବର ଉତ୍ତୋଳନ କରି ସାମାଜିକ ସଂସ୍କାର ପାଇଁ ଏହି ଖବର କାଗଜ ଉଦ୍ୟମ କରିଥିଲା। ଉକତ୍ଳ ଦୀପିକାର ସଫଳତା ଓଡ଼ିଶାରେ ଖବରକାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା। ତେଣୁ ପ୍ରତିବର୍ଷ ଅଗଷ୍ଟ ୪କୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଇଥାଏ।
ରିପୋର୍ଟ- ବନ୍ଦନା ସେଠୀ


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri