ଓସ୍କାର ବିଜେତା ‘ପାରାସାଇଟ୍‌’ ଅଭିନେତାଙ୍କ ସନ୍ଦେହଜନକ ମୃତ୍ୟୁ, ଘରେ ଛାଡ଼ି ଯାଇଥିଲେ ସୁଇସାଇଡ୍‌ ନୋଟ୍‌

ସିଓଲ: ଦକ୍ଷିଣ କୋରିଆ ଅଭିନେତା ତଥା ଓସ୍କାର ବିଜେତା ଫିଲ୍ମ ‘ପାରାସାଇଟ୍‌’ରେ କାମ କରିଥିବା ଅଭିନେତା ଲି ସୁନ କ୍ୟୁ ଆଉ ନାହାନ୍ତି। ସନ୍ଦେହ ଅବସ୍ଥାରେ ଏକ କାର୍‌ରୁ ତାଙ୍କ ମୃତଦେହକୁ ଜବତ କରାଯାଇଛି। ସେ ଡ୍ରଗ୍ସ ଏବଂ ନିଶାଦ୍ରବ୍ୟ ସେବନ କରୁଥିବା କୁହାଯାଉଥିବା ବେଳେ ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି।

ଦେଶର ଜରୁରିକାଳୀନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପ୍ରଶଂସକଙ୍କ ଅବଗତି ନିମନ୍ତେ କୁହାଯାଇଛି ଯେ, ସେଣ୍ଟ୍ରାଲ୍‌ ସିଓଲ ପାର୍କର ଏକ କାର୍‌ରେ ଲି ସୁନ୍‌ଙ୍କୁ ଅଚେତ ଅବସ୍ଥାରେ ପଡ଼ିରହିଥିବା ଦେଖାଯାଇଥିଲା। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଅଭିନେତା ସୁଇସାଇଡ୍‌ ନୋଟ୍‌ ଲେଖି ଘରୁ ବାହାରିଥିବା ପୋଲିସକୁ ତାଙ୍କ ପତ୍ନୀ ଜଣାଇଥିଲେ। ଏଣୁ ପ୍ରାରମ୍ଭିକ ତଦନ୍ତରୁ ପୋଲିସ ଅଭିନେତା ଆତ୍ମହତ୍ୟା କରିଥିବା ସନ୍ଦେହ କରୁଛି।

Lee Sun Kyun Of Oscar Winning Movie, 'Parasite' Found Dead In His Car, Suicide Suspected

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଲି ସୁନ୍‌ଙ୍କୁ ଡ୍ରଗ୍ସ ମାମଲାରେ ପଚରାଉଚରା କରାଯାଇଥିଲା। ହେଲେ ସେ କିଛି ବି ସେବନ କରୁ ନ ଥିବା ସ୍ପଷ୍ଟ କରିଥିଲେ। ଘଟଣାର ଗୋଟିଏ ଦିନ ପରେ ଏବେ ତାଙ୍କର ମୃତଦେହ ମିଳିବା ପରେ ସନ୍ଦେହ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

ୟୁରୋପରେ ମହା ବିଦ୍ୟୁତ୍ ବିଭ୍ରାଟ: ପରିବହନ, ଯୋଗାଯୋଗ, ଜରୁରୀ ସେବା ଗୁରୁତର ପ୍ରଭାବିତ

ମାଦ୍ରିଦ/ଲିସବନ,୨୮।୪: ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ ଯୋଗୁଁ ପରିବହନ, ଯୋଗାଯୋଗ ଏବଂ ଜରୁରୀ ସେବା ଗୁରୁତର ଭାବେ...

୨ ପରିବାର ମଧ୍ୟରେ ଗଣ୍ଡଗୋଳ,୩ ଗୁରୁତର

ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image