ଟ୍ରାଫିକ୍ କନଷ୍ଟେବଲ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲା OSSC, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୧୫ା୩: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଷ୍ଟେଟ୍ ଟ୍ରାନ୍ସପୋର୍ଟ ଅଥରିଟି, କମର୍ସ ଏବଂ ଟ୍ରାନ୍ସପୋର୍ଟ (ଟ୍ରାନ୍ସପୋର୍ଟ) ବିଭାଗ ଅଧୀନରେ ଟ୍ରାଫିକ୍ କନଷ୍ଟେବଳ ନିଯୁକ୍ତି ପାଇଁ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯୋଗ୍ୟ ଆଶାୟୀମାନେ ଅନଲାଇନ୍ ମାଧ୍ୟମରେ ଏଥିପାଇଁ ଆବେଦନ କରି ପାରିବେ।

ଏଥିପାଇଁ ମାର୍ଚ୍ଚ ୨୮ ତାରିଖରେ ରେଜିଷ୍ଟ୍ରେସନ ଆରମ୍ଭ ହେବାକୁ ଥିବା ବେଳେ ଏପ୍ରିଲ ୨୭ ଶେଷ ତାରିଖ ରହିଛି। ସେହିପରି ଆବେଦନର ଶେଷ ତାରିଖ ଏପ୍ରିଲ ୩୦ ତାରିଖ ରହିଛି। ତେବେ ଆଶାୟୀମାନେ ମେ ୨ ତାରିଖ ପର୍ୟ୍ୟନ୍ତ ସେମାନଙ୍କର ଆବେଦନପତ୍ର ଏଡିଟ କରି ପାରିବେ। ଉଭୟ ମହିଳା ଏବଂ ପୁରୁଷ ଏହି ପଦବୀ ପାଇଁ ଆବେଦନ କରିପାରିବେ।

ବୟସସୀମା: ୧ ଜାନୁଆରୀ, ୨୦୨୪ ସୁଦ୍ଧା ୨୧ ବର୍ଷ ହୋଇଥିବା ଆବଶ୍ୟକ। ସେହିଭଳି ସମାନ ତାରିଖ ସୁଦ୍ଧା ୩୮ ବର୍ଷ ବୟସରୁ ଅଧିକ ହୋଇ ନଥିବା ଆବଶ୍ୟକ। ତେବେ ସଂରକ୍ଷଣ ନିୟମ ଅନୁଯାୟୀ କିଛି ଶ୍ରେଣୀର ଆଶାୟୀଙ୍କ ସ୍ଵାତନ୍ତ୍ରର ରିହାତି ମିଳିପାରେ।

ଶିକ୍ଷାଗତ ଯୋଗ୍ୟତା: ଆଶାୟୀମାନେ ସୀକୃତିପ୍ରାପ୍ତ ବୋର୍ଡରୁ ଯୁକ୍ତ ଦୁଇ ପାସ୍ କରିଥିବା ଆବଶ୍ୟକ।

ଦରମା: ଲେଭେଲ-୪ ଓଆରଏସପି, ୨୦୧୭ ଅନୁଯାୟୀ ଦରମା ମିଳିବ ।

ନିଯୁକ୍ତି ପ୍ରକ୍ରିୟା:

  • ପ୍ରିଲିମିନାରୀ ପରୀକ୍ଷା
  • ଲିଖିତ ପରୀକ୍ଷା
  • ଶାରୀରିକ ମାନକ ମାପ ଏବଂ ଶାରୀରିକ ପରୀକ୍ଷା (କେବଳ କ୍ୱାଲିଫାଇଂ)
  • ସାର୍ଟିଫିକେଟ୍ ଭେରିଫିକେସନ

Enter your email to get our daily news in your inbox.

All Right Reserved By Dharitri.Com

ଏହି କୋର୍ସ କଲେ ଗୁଗୁଲରେ ମିଳିବ ଚାକିରି, ଲକ୍ଷାଧିକ ଟଙ୍କା ପ୍ୟାକେଜ

ନୂଆଦିଲ୍ଲୀ,୨।୧୧: ଗୁଗୁଲରେ କାମ କରିବାକୁ ହେଉଛି ଲକ୍ଷ ଲକ୍ଷ ଯୁବକଙ୍କର ସ୍ବପ୍ନ ଥାଏ। ଏହା କେବଳ ଏକ ପ୍ରତିଷ୍ଠିତ କମ୍ପାନୀ ନୁହେଁ ବରଂ ଭଲ ବେତନ,...

ଓଡ଼ିଶା ପୋଲିସ ନିଯୁକ୍ତି ୨୦୨୪: ବଢ଼ିଲା ପଦବୀ ସଂଖ୍ୟା, ଆବେଦନ ସମୟସୀମା

ଭୁବନେଶ୍ୱର,୨୪।୧୦: ଓଡ଼ିଶା ପୋଲିସ ଷ୍ଟେଟ୍ ସିଲେକ୍ସନ ବୋର୍ଡ(ଏସଏସବି) ପକ୍ଷରୁ ହେବାକୁ ଥିବା କନଷ୍ଟେବଳ ନିଯୁକ୍ତି ୨୦୨୪ ପାଇଁ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ଓଡ଼ିଶା ପୋଲିସ...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ଓଡ଼ିଶା ପୋଲିସରେ ଡ୍ରାଇଭର ନିଯୁକ୍ତି: ୧୦ମ ପାସ୍‌ କରିଥିଲେ ଶୀଘ୍ର କରନ୍ତୁ ଆବେଦନ, ଦରମା…

ଭୁବନେଶ୍ୱର,୬।୧୦: ସରକାରୀ ଚାକିରି କରିବାକୁ ଇଚ୍ଛୁକ ଆଶାୟୀଙ୍କ ପାଇଁ ଆସିଛି ଖୁସି ଖବର । ଓଡ଼ିଶା ପୋଲିସ ପକ୍ଷରୁ ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri