OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି ସମ୍ବନ୍ଧୀୟ ପରୀକ୍ଷାର ଅନିୟମିତତାକୁ ସରକାର ଅତି ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତିି। ସମସ୍ତ ଅଭିଯୋଗ ପରୀକ୍ଷାର ନିରପେକ୍ଷ ଏବଂ ମେଧାଭିତ୍ତିକ ଚୟନକୁ ପ୍ରଭାବିତ କରୁଛି। ଖୁବଶୀଘ୍ର ଏ ନେଇ ନିଷ୍ପତ୍ତି ନିଆଯିବ।

ଏକ ନିରପେକ୍ଷ ଓ ସ୍ବଚ୍ଛ ନିଯୁକ୍ତି ପରୀକ୍ଷା କରିବାପାଇଁ ସରକାର ପ୍ରତିବଦ୍ଧ। ଅଭିଯୋଗଗୁଡିକୁ ସରକାରଙ୍କ ଉଚ୍ଚସ୍ତରୀୟ ଅଧିକାରୀଙ୍କ ଦ୍ୱାରା ତର୍ଜମା କରୁଛନ୍ତି । ଓଏସ୍‌ଏସ୍‌ଏସ୍‌ସି ଦ୍ୱାରା ପରିଚାଳିତ ଉକ୍ତ ପରୀକ୍ଷା ଗୁଡିକର ପରିଚାଳନାର ସମସ୍ତ ଦିଗ ତଥା ପ୍ରାସଙ୍ଗିକ ପରିସଂଖ୍ୟାନକୁ ତର୍ଜମା କରାଯାଉଅଛି ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଗୁରୁବାର ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜିସି ନେଟ୍‌ ପରୀକ୍ଷା ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ ଫର୍ମ ପୂରଣ କରିବାର ଶେଷ ତାରିଖ

ଭୁବନେଶ୍ୱର,୧୮ା୪: ୟୁଜିସି-ନେଟ୍‌ ଜାତୀୟ ଯୋଗ୍ୟତା ପରୀକ୍ଷା ୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଛାତ୍ରୀଛାତ୍ର ଏନେଇ ସରକାରୀ ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ...

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ, ବାପା-ଭାଇ ଗୁରୁତର

ସାକ୍ଷୀଗୋପାଳ,୧୮ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ କେତକୀ ପାଟଣା ପଞ୍ଚାୟତର ପଦ୍ମପୁର ଗ୍ରାମର ଚାଷୀ ଦୀପ୍ତିରଞ୍ଜନ ବାରିକ (୩୬)ଙ୍କ ବଜ୍ରପାତରେ ଶୁକ୍ରବାର...

ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ...

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟକୁ  ପ୍ରଚାର ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ (Top...

ମାଲେସିଆ ବୁଲିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର,୧୮।୪: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ...

Top 5 temples in Western Odisha: ପଶ୍ଚିମ ଓଡ଼ିଶାର ଟପ୍‌-୫ ମନ୍ଦିର

ପଶ୍ଚିମ ଓଡ଼ିଶାରେ ଅନେକ ଐତିହାସିକ ଓ ଧାର୍ମିକ ମନ୍ଦିର ରହିଛି, ଯାହା ସାଂସ୍କୃତିକ ଓ ସ୍ଥାପତ୍ୟ ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମନ୍ଦିରଗୁଡ଼ିକରେ ଶୈବ, ବୈଷ୍ଣବ...

Top 5 Cyclone In Odisha: ଓଡ଼ିଶାବାସୀଙ୍କୁ ଥରାଇ ଦେଇଥିଲା ଏହି ୫ ବାତ୍ୟା,ଆଜି ବି ମନେପଡ଼େ ସେହି କରାଳ ରୂପ…

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଫଳରେ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟାର ପ୍ରଭାବରେ ବାରମ୍ବାର କ୍ଷତିଗ୍ରସ୍ତ ହୋଇଛି। ଓଡ଼ିଶା ଇତିହାସରେ ଅନେକ ବାତ୍ୟା ଭୟଙ୍କର କ୍ଷୟକ୍ଷତି...

କଟକ, ଭୁବନେଶ୍ୱର, ପୁରୀ ମଧ୍ୟରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର,୧୮।୪: ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ, କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image