ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷା ଏହି ପରୀକ୍ଷା ହେଉଥିବା ବେଳେ ପରୀକ୍ଷା କେନ୍ଦ୍ରରେ ବିଳମ୍ବ କାରଣରୁ ବିବାଦ ସୃଷ୍ଟି ହୋଇଛି।

ଖବର ଅନୁଯାୟୀ ଭୁବନେଶ୍ବର ନୟାପଲ୍ଲୀ ଅଞ୍ଚଳରେ ଥିବା କଂପ୍ୟୁଟର ସେଣ୍ଟରରେ ପରୀକ୍ଷା ପରୀକ୍ଷା ହେଉଥିବା ବେଳେ ବିଳମ୍ବରେ ପରୀକ୍ଷା ଆରମ୍ଭ ହେବାକୁ ନେଇ କେନ୍ଦ୍ରରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ଘଟଣା ସ୍ଥଳରେ ଉତ୍ତେଜନା ପରେ ବରିଷ୍ଠ ଅଧିକାରୀ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣରେ ଆଣିବାକୁ ଚେଷ୍ଟା କରିଥିଲେ।

ତେବେ ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି ଯେ, ଓଏସଏସଏସସି ଏକ ସାଇବର କାଫେରେ ପରୀକ୍ଷା କରୁଛି। ପରୀକ୍ଷା କେନ୍ଦ୍ର ତଳେ ହୋଟେଲ ରହିଥିବାରୁ ବିନା ଆଇ କାର୍ଡରେ ଲୋକମାନେ ମନଇଚ୍ଛା ଭିତରକୁ ପ୍ରବେଶ କରୁଛନ୍ତି। ଫଳରେ ପରୀକ୍ଷାରେ ସ୍ୱଚ୍ଛତା ରହିବା ନେଇ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ...

ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ...

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ

କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ:  ବାପାଙ୍କ ଠାରୁ ପୁଅ ଭିନେ ହୋଇଥିଲେ…

ଭିନେଭୁବନେଶ୍ୱର,୩୦।୯: ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ  ନାୟକ  ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ  ବଡ଼ ବୟାନ  ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାପାଙ୍କ ଠାରୁ ପୁଅ...

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ଶଙ୍ଖଭବନରେ ୨ ଗୋଷ୍ଠୀ ମୁହାଁମୁହିଁ, ବବି ବୁଝାଇ କହିଲେ….

ଭୁବନେଶ୍ୱର,୩୦।୯: ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ଗୋଷ୍ଠୀ କନ୍ଦଳ ପରେ ଶଙ୍ଖଭବନରେ ପହଞ୍ଚିଛନ୍ତି ଉଭୟ ଗୋଷ୍ଠୀ । ଭଦ୍ରକ ଜିଲା ସମୀକ୍ଷା...

ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର, ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୩୦।୯: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ୱିତୀୟ...

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ, ଉପମୁଖ୍ୟମନ୍ତ୍ରୀ କହିଲେ, ବଦନାମ ହେଲୁଣୁ…

ଭୁବନେଶ୍ୱର,୩୦।୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି...

ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri