ତେଲ ବିଲ୍‌ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି

ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍‌ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ଓଟିଡିସିର ପରିବହନ ମ୍ୟାନେଜର ଓ ଜଣେ ଡ୍ରାଇଭରଙ୍କୁ ନିଲମ୍ବନ କରାଯିବା ସହ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ନେଇ ସୂଚନା ମିଳିଛି।

ସୂଚନାନୁଯାୟୀ, ଓଟିଡିସି ଅଧ୍ୟକ୍ଷାଙ୍କ ଗାଡ଼ି ନାଁରେ ମିଛ ତେଲ ବିଲ୍‌ ନେଇଥିବା ଅଭିଯୋଗରେ ଡ୍ରାଇଭର ଅତୁଲ୍ୟ କୁମାର ମହାନ୍ତି ଓ ଓଟିଡିସି ମ୍ୟାନେଜର ଅକ୍ଷୟ ମହାଳିକଙ୍କୁ ନିଲମ୍ବନ କରାଯାଇଛି। ସେମାନଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ କରାଯାଇଛି। ତେବେ ବିଭାଗୀୟ ଯାଞ୍ଚ ବେଳେ ଏହି ଜାଲିଆତି ପଦାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Forest-Safety: ଜଙ୍ଗଲ ନିଆଁ ରୋକିବାକୁ …

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ସାଲୁଆପଲ୍ଲୀ ନର୍ସରୀ ପରିସରରେ ଜଙ୍ଗଲ ନିଆଁ ରୋକିବା ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ସୋମବାର...

ଆବାସିକ ବିଦ୍ୟାଳୟରେ ଛାତ୍ରଙ୍କ ମୃତ୍ୟୁ: ଅବହେଳାକୁ ଦାୟୀକଲେ ପରିବାର

ପାରଳାଖେମୁଣ୍ଡି,୧୭ା୨(ଗିରିଧାରୀ ପରିଚ୍ଛା): ସରକାର ଆଦିବାସୀ ପିଲାଙ୍କ ଶିକ୍ଷାର ଉନ୍ନତି ଦିଗରେ ବିଭିନ୍ନ ଯୋଜନା କରି ପ୍ରଚୁର ଅର୍ଥ ଖର୍ଚ୍ଚ କରୁଛନ୍ତି। ତେବେ ଏଥିରୁ ସେମାନେ ବିଶେଷ...

ଖୁସିଖବର: ଏଣିକି ନବମ, ଦଶମ ପିଲାଙ୍କୁ ମିଳିବ…ବଜେଟରେ ବଡ଼ ଘୋଷଣା

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ପୋଷଣ ଶକ୍ତି...

ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର: ବିନା ବସ୍‌ ଭଡ଼ାରେ ହେବ ଜଗା ଦର୍ଶନ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିର ନୂଆ କରି ବଜେଟରେ...

KIIT ବିଶ୍ୱବିଦ୍ୟାଳୟ ଛାଡ଼ିଲେ ୫୦୦ରୁ ଊର୍ଦ୍ଧ୍ୱ ନେପାଳୀ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୭।୨: କିଟ୍‌ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି।...

ଅନ୍ତୋଦୟ ଯୋଜନାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ...

Odisha Budget: ମିଳିବ ମାଗଣା ବିଜୁଳି! ବଜେଟରେ ଜାଣନ୍ତୁ କ’ଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ...

KIIT University Girl’s Death: ସାମ୍ନାକୁ ଆସିଲା ପୂର୍ବତନ ପ୍ରେମିକଙ୍କ ଆପତ୍ତିଜନକ ଅଡିଓ, କାର୍ଯ୍ୟାନୁଷ୍ଠାନ ଆଶ୍ୱାସନା ଦେଲେ DCP

ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ, ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟର ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲ ତାଙ୍କ ପୂର୍ବତନ ପ୍ରେମିକଙ୍କ ‘ନିର୍ଯାତନା’ ଯୋଗୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image