ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର ଅନ୍ୟତମ ମାଲିକ ତଥା ବଡବଜାର ଥାନା ଅଧୀନ ଗଣେଶ ନଗରର ଜିତେନ୍ଦ୍ର କୁମାର ମିଶ୍ର ଓରଫ ଜିତୁ (୪୬)।

ତାଙ୍କ ବିରୋଧରେ ୯୦୮/୧୪, ୨/୧୬, ୪/୧୬ ଓ ୬/୧୬ ଏପରି ୪ ୱାରେଣ୍ଟ ରହିଥିଲା। ପୋଲିସ ଉକ୍ତ ୱାରେଣ୍ଟ ବଳରେ ଜିତେନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଥାନା ଏସ୍‌ଆଇ ସୂର୍ଯ୍ୟଚନ୍ଦ୍ର ପାଢ଼ୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବ୍ରହ୍ମପୁରରେ ଥିବା ଗ୍ରୀନ ଇଣ୍ଡିଆ ସଂସ୍ଥା ଜିଲାରେ ଜମାକାରୀଙ୍କୁ ଅଧିକ ସୁଧଦେବାକୁ ପ୍ରତିଶ୍ରୁତି ଦେଇ ବହୁ କୋଟି ଠକି ନେଇଥିଲା। ଏ ନେଇ କ୍ଷତିଗ୍ରସ୍ତ ଜମାକାରୀ ବିଭିନ୍ନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ପୂର୍ବରୁ ଚିଟ୍‌ଫଣ୍ଡ ସଂସ୍ଥାର କେତେଜଣ କର୍ମଚାରୀଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଆଇଏନ୍‌ଏଲ୍‌ର ଜନଶୁଣାଣିକୁ ସମର୍ଥନ

ଯାଜପୁର,୧୯ା୧୨(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ର ଆସନ୍ତା ୨୦ ତାରିଖ ଶୁକ୍ରବାର ହେବାକୁ ଥିବା ଜନଶୁଣାଣୀକୁ ବିସ୍ଥାପିତ ପରିବାର ଉନ୍ନୟନ ପରିଷଦ...

ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍‌

ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର...

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି...

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ବରଗଡ଼ର ଶିଶୁ

ବରଗଡ଼,୧୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ଗାଁ ଗ୍ରାମର ଜଣେ ଶିଶୁ ଆହ୍ବାନ ମହାକୁର(୨ବର୍ଷ) ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ରେ ସ୍ଥାନ ପାଇଛନ୍ତି। ସେ ଏକବର୍ଷ ୧୦ମାସ...

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି...

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ...

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri