ସିଏନ୍‌ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘର ନିଷ୍ପତ୍ତି

କଟକ,୮ା୨(କାର୍ତ୍ତିକ ସାହୁ): କଟକ ଘରୋଇ ବସ୍‌ ମାଲିକ ସଂଘ ଏବଂ ମୋଟର ଯାନ କର୍ମଚାରୀ ସଂଘ ମଧ୍ୟରେ ବିବାଦ ଘଟି ସିଏନ୍‌ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘ ନିଷ୍ପତ୍ତି ନେଇଛି। ଏନେଇ ସଂଘ ପକ୍ଷରୁ ସିଏନ୍‌ବିଟି କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିବା ନେଇ ଲିଙ୍କ ରୋଡ୍‌ସ୍ଥିତ ସଂଘ କାର୍ଯ୍ୟାଳୟରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସଂଘର ସଭାପତି ପ୍ରିୟବ୍ରତ ତ୍ରିପାଠୀ ଓ ସମ୍ପାଦକ ନିରଞ୍ଜନ ସାହୁ ଏହି ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ସିଏନ୍‌ବିଟିରେ ଏକ ବରଗଡ଼ର ବସ୍‌ ରହଣ ପରିବର୍ତ୍ତନକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମ୍ପୃକ୍ତ ବସ୍‌ର କର୍ମଚାରୀ ନିୟମ ନ ମାନି ମନଇଛା କାର୍ଯ୍ୟ କରୁଥିବା ଓ ମୋଟର ଯାନ କର୍ମଚାରୀ ସଂଘ ଏହାକୁ ସହଯୋଗ ଯୋଗାଉଥିବା ମାଲିକ ସଂଘ ଅଭିଯୋଗ ଉଠାଇଛନ୍ତି। ବିବାଦ ସମାଧାନ ନ କଲା ଯାଏ ଶନିବାର ପ୍ରବେଶ ଶୁକ୍ଳ ପ୍ରଦାନ ବନ୍ଦ ରଖିବାକୁ ବସ୍‌ ମାଲିକ ସଂଘ ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍‌ପିଙ୍କ ବୟାନ…

ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ...

ମୋବାଇଲ ନେଟୱାର୍କ ପାଇଁ ଆନ୍ଦୋଳନ: ୮ ଘଣ୍ଟା ପରେ ଓହରିଲେ , ୩ ଦିନ ଭିତରେ…

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମରେ ଏକାଧିକ ପଞ୍ଚାୟତବାସୀ ଏକାଠି ହୋଇ ଦାରିଙ୍ଗବାଡି ମୋହନାକୁ ସଂଯୋଗ କରୁଥିବା...

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର...

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି...

୩୦ ବର୍ଷ ପରେ ତାରାତାରିଣୀ ମନ୍ଦିରରୁ ଚୋରି: ସେବେ ନେଇଥିଲେ ଚଳନ୍ତି ପ୍ରତିମା ଏବେ ନେଇଗଲେ ଅଳଙ୍କାର

ପୁରୁଷୋତ୍ତମପୁର,୬।୧୧ (ସିମାଞ୍ଚଳ ମିଶ୍ର): ଭଗବାନଙ୍କଠାରୁ ମଧ୍ୟ ଲୁଟିନେବାକୁ ଚୋରମାନେ ପଛାଉ ନାହାନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ...

ଭାଜପାରେ ସାମିଲ ହେଲେ ସୁନନ୍ଦା ଦାସ

ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ...

ଗାଁ ଦାଣ୍ଡରେ ଯୁବକଙ୍କୁ କରିଥିଲେ ବିଭତ୍ସ ହତ୍ୟା: ମିଳିଲା ଆଜୀବନ ଜେଲ୍‌ ଦଣ୍ଡ

ବ୍ରହ୍ମପୁର, ୬।୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ସନ୍ତୋଷ ସେଠୀ ନାମକ ଜଣେ ଯୁବକଙ୍କୁ ଗାଁ ଦାଣ୍ଡରେ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ...

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri