ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଜଣେ ଗୁରୁତର

ବଲାଙ୍ଗୀର/ଟିଟିଲାଗଡ଼,୪ା୪(ସୁନୀଲ କୁମାର ମହାନ୍ତି/ଶରତ ମିଶ୍ର): ନବଜାତ ଯାଆଁଳା ଶିଶୁ କନ୍ୟାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର ସମୟରେ ଶୁକ୍ରବାର ସକାଳେ ଏକ ଅଘଟଣ ଘଟିଛି। ଆମ୍ବୁଲାନ୍ସର ଅକ୍ସିଜେନ ଗ୍ୟାସ୍‌ ସିଲିଣ୍ଡର ବ୍ଲାଷ୍ଟ ହୋଇ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଦୁତୀୟା ଭୋଇ ଗୁରୁତର ହୋଇଛନ୍ତି । ଦୁଇ ଯାଆଁଳା ଶିଶୁକନ୍ୟା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗତକାଲି ମଧ୍ୟରାତ୍ରରେ ମୁରିବାହାଲ ଥାନା ଅଧିନସ୍ଥ ଚିକନିବାହାଲି ଗାଁର ରାଧା ଜାନୀ ପ୍ରସବ ପାଇଁ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଆଜି ସକାଳେ ଯାଆଁଳା ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଏକ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରିବା ସମୟରେ ଟିଟିଲାଗଡ଼ ଏମ୍‌ସିଏଚ୍‌ରେ ଅକ୍ସିଜେନ ଆମ୍ବୁଲାନ୍ସ ସିଲିଣ୍ଡର ବ୍ଲାଷ୍ଟ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି...

ଭିଷ୍ମଗିରୀ କଲେଜରେ ଓଡ଼ିଆ ପକ୍ଷ ପାଳନ: ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଶନିବାର ଓଡ଼ିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ...

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ...

ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୨।୪: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ ଜର୍ଣ୍ଣାଲ୍ସ ଲିମିଟେଡ (AJL)ର ସଂଲଗ୍ନ ସମ୍ପତ୍ତିକୁ...

ସାଧାରଣ ଚଳଣି ସହ ସ୍ବାସ୍ଥ୍ୟ ଗଠନ ନେଇ ପାଠ ପଢାଇଲେ ଶିକ୍ଷକ, ଦିବ୍ୟାଙ୍ଗ ଓ ସାଧାରଣ ଛାତ୍ରୀଛାତ୍ରଙ୍କୁ ସମାନ ଶିକ୍ଷା ପ୍ରଦାନ ପାଇଁ ତାଲିମ

ଦାରିଙ୍ଗବାଡ଼ି, ୧୨।୪ (ଅରୁଣ ସାହୁ): ସାଧାରଣ ଚଳଣି ଓ ସ୍ବାସ୍ଥ୍ୟ ଗଠନ ରହିଥିବା ଛାତ୍ରୀଛାତ୍ରଙ୍କ ଭଳି ସହ ସମାନ ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଶିକ୍ଷା ପ୍ରଦାନ...

ଆପଣଙ୍କ WhatsAppକୁ ଆସୁଛି କି ଅଜଣା ନମ୍ବରରୁ ବ୍ଲର୍‌ ଫଟୋ? ଗୋଟିଏ ଭୁଲ୍‌ ଯୋଗୁ ଖାଲି ହୋଇଯିବ ଆକାଉଣ୍ଟ 

ନୂଆଦିଲ୍ଲୀ,୧୨।୪: ଆଜିକାଲି ହ୍ବାଟ୍ସଆପରେ ଏକ ନୂତନ ଠକେଇ ସାମ୍ନାକୁ ଆସିଛି। ଯାହାକୁ ବ୍ଲର୍‌ ଇମେଜ ସ୍କାମ କୁହାଯାଉଛି। ଲୋକଙ୍କୁ ଠକିବା ପାଇଁ ବହୁତ ଚତୁରତାର ସହିତ...

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ ଉପରୁ ଉଠିଲା ପରଦା! କେବେ ଧ୍ୱଂସ ହେବ ବିଶ୍ୱ, ମସିହା ଜାଣିଲେ…

ସୋଫିଆ: ବୁଲଗେରିଆନ ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗା ଭବିଷ୍ୟବାଣୀ କରିଛନ୍ତି ଯେ ୫୦୭୯ ମସିହାରେ ପୃଥିବୀ ଶେଷ ହେବ ବା ବିଶ୍ୱ ଧ୍ୱଂସ ହେବ। ବାବା ତାଙ୍କ...

କେଏସୟୁବି କଲେଜ, କୋର୍ସେରା ମଧ୍ୟରେ ଚୁକ୍ତି ଅନ୍‌ଲାଇନ ତାଲିମ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଅନ୍‌ଲାଇନରେ ପାଠ ପଢିବା ଏବଂ ଅନ୍‌ଲାଇନରେ ସାର୍ଟିଫିକେଟ ପାଇବା ପାଠ୍ୟକ୍ରମ ପ୍ରତି ଦିନକୁ ଦିନ ଆଗ୍ରହ ବଢୁଛି। ତେଣୁ ଉଭୟ କେନ୍ଦ୍ର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image