ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୫ା୪(ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଭବନରେ ୨୦୨୩ର ଦିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକପ୍ରିୟ ଦିବଂଗତ  କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମଭୂଷଣ ପ୍ରଦାନ କରିଛନ୍ତି। ବାଣୀ ଜୟରାମଙ୍କ ପାଇଁ ତାଙ୍କ ଭଉଣୀ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

Share