ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କଟକ, ୧୮।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବିରୁ ସୁସ୍ଥ ହୋଇ ସୋମବାର ଡିସ୍‌ଚାର୍ଜ ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଗତ ୧୨ ତାରିଖରେ ତାଙ୍କୁ ଚିକିତ୍ସା ଲାଗି ଏସ୍‌ସିବି ମେଡିକାଲର ମେଡିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ସମସ୍ତ ପରୀକ୍ଷା ନିରୀକ୍ଷା କରାଯାଇଥିଲା। ଏପରିକି ମେଡିକାଲ ପକ୍ଷରୁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଗଠନ କରାଯାଇ ତାଙ୍କ ଚିକିତ୍ସା କରାଯାଇଥିଲା। ସୋମବାର ସେ ସୁସ୍ଥ ହେବାପରେ ମେଡିକାଲ ପକ୍ଷରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ କୋରାପୁଟ ପଠାଯାଇଛି।

ଏନେଇ ମେଡିସିନ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତୀ ପଣ୍ଡା କହିଛନ୍ତି, ପଦ୍ମଶ୍ରୀ ପୂଜାରୀ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବାରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଏପରିକି ପ୍ରତି ମାସରେ ତାଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପାଇଁ ପରାମର୍ଶ ଦିଆଯାଇଛି ।

ଅନ୍ୟପକ୍ଷେ ପଦ୍ମଶ୍ରୀ କମଳା ପୂଜାରୀ କହିଛନ୍ତି, ସୁସ୍ଥ ହୋଇ ଖୁସି ଅନୁଭବ କରୁଛି। ଏସ୍‌ସିବିର ସମସ୍ତ ଡାକ୍ତର ଭଲ। ଏପରିକି ଚିକିତ୍ସା କରିଥିବା ଡାକ୍ତରୀ ଟିମ୍‌କୁ ସେ ଧନ୍ୟବାଦ ଜ୍ଞାପନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା...

ନିଜ ସାମର୍ଥ୍ୟର ପରିଚୟ ଦେଇଥାଏ ପ୍ରଥମ ରୋଜଗାର

ପ୍ରଥମ ଉପାର୍ଜନ ବା ପ୍ରଥମ ଆୟ, ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ; ଯାହା ଆର୍ଥିକ ସ୍ବାଧୀନତା ଓ ଆତ୍ମବିଶ୍ୱାସର ପ୍ରଥମ ପାଦଚିହ୍ନ ହୋଇପାରେ। ମୋ କଥା ଏଠି...

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ...

କ୍ରିଷ୍ଟାଲ୍‌ ଲୋଟସ୍‌ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି

ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍‌...

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି।...

ଚିଲିକା କୂଳରେ ଅବସ୍ଥିତ ଓଡ଼ିଶାର ୨୦୦ ବର୍ଷର ଐତିହାସିକ ରାଜମହଲ, ସାଜିଛି ପର୍ଯ୍ୟଟକଙ୍କ ନୂଆ ଆକର୍ଷଣ

ଚିଲିକା ହ୍ରଦର ମନୋରମ କୂଳରେ ଅବସ୍ଥିତ ରମ୍ଭା ରାଜମହଲ ଓଡ଼ିଶାର ଐତିହାସିକ ଓ ସାଂସ୍କୃତିକ ଐତିହ୍ୟର ଏକ ଅନୁପମ ନିଦର୍ଶନ। ପ୍ରାୟ ୨୦୦ ବର୍ଷର ପୁରୁଣା...

ଜାହାଜର ପେଣ୍ଟିଂ ଘରେ ଲଗାଉଛନ୍ତି କିଁ ତେବେ ନିହାତି ଜାଣନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ସମୃଦ୍ଧି ତଥା ସଫଳତାର ପ୍ରତୀକ କୁହାଯାଉଥିବା ଜାହାଜର ପେଣ୍ଟିଂକୁ ଘରେ ଲଗାଇବା ଶୁଭ ହୋଇଥାଏ। କାରଣ ଜାହାଜର ସମ୍ପର୍କ ଯାତ୍ରା, ପରିବହନ ତଥା...

ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ କୁଲାଡ ବ୍ୟାଘ୍ରଦେୀ ମନ୍ଦିର ଚୋରି ପରେ ଗ୍ରହଶୁଦ୍ଧି ହୋମଯଜ୍ଞ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଦେବୀଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିଲା। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image