ଭାରତରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ସେଥିମଧ୍ୟରୁ ଅନେକ ମନ୍ଦିର ବେଶ୍ ରହସ୍ୟମୟ। ସେହିପରି ଏକ ମନ୍ଦିର ହେଉଛି କେରଳର ଥିରୁବନନ୍ତପୁରମ୍ରେ ଅବସ୍ଥିତ ପଦ୍ମନାଭସ୍ବାମୀ ମନ୍ଦିର। ଏହି ମନ୍ଦିରକୁ ଭାରତର ସବୁଠାରୁ ଧନୀ ମନ୍ଦିର କୁହାଯାଏ । ଏହି ମନ୍ଦିର ମଧ୍ୟରେ ଏମିତି କିଛି ଗୁପ୍ତ କୋଠରୀ ଓ କବାଟ ରହିଛି ଯାହା ଅଧିକ ରହସ୍ୟମୟ ।