ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର,୨୯।୮(ଡି.ଏନ୍‌.ଏ): ପାରମ୍ପରିକ ଜୈବିକ ଚାଷର ପ୍ରଚାର ପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା ପଦ୍ମଶ୍ରୀ କମଳା ପୂଜାରୀ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରେ ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଅସୁସ୍ଥତା କାରଣରୁ ଗତ ୨୫ ତାରିଖରେ କମଳା ପୂଜାରୀଙ୍କୁ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା।

Share