ମୋ ପୁଅ ହେବ ମୁଖ୍ୟମନ୍ତ୍ରୀ: କହୁ କହୁ କହିଦେଲେ ଫଡନଭିସଙ୍କ ମା’

ନୂଆଦିଲ୍ଲୀ,୨୩।୧୧: ୨୦୨୪ ମହାରାଷ୍ଟ୍ର ନିର୍ବାଚନରେ ବମ୍ପର ବିଜୟ ହାସଲ କରିଛି ମହାୟୁତି। ବର୍ତ୍ତମାନ ପ୍ରାୟ ସ୍ପଷ୍ଟ ହୋଇଛି, ଭାଜପା ସର୍ବବୃହତ ଦଳ ଭାବରେ ଉଭା ହୋଇଛି। ଦେବେନ୍ଦ୍ର ଫଡନଭିସ ମୁଖ୍ୟମନ୍ତ୍ରୀ ଭାବରେ ଶପଥ...

ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊର୍ଦ୍ଧ୍ୱ ବୋତଲ ବିଦେଶୀ ମଦ ଜବତ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ...

ଉତ୍ତରପ୍ରଦେଶ ଉପ ନିର୍ବାଚନ:ଏଥର ଖେଳ କରିଦେଲା…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶରେ ଖାଲି ପଡିଥିବା ଆସନ ମଧ୍ୟରୁ ୯ ଆସନରେ ଉପ ନିର୍ବାଚନ ହୋଇଛି । ଟ୍ରେଣ୍ଡ ଅନୁସାରେ ଭାଜପା ୭ଟି ଆସନରେ ଆଗୁଆ ରହିଥିବା ବେଳେ ସମାଜବାଦୀ ପାର୍ଟି ୨ଟି ଆସନରେ...

ଚମକିପଡିଲେ ସବୁ ନେତା! ଅଧା ଗଣତିରୁ ଏତେ ବଡ଼କଥା କହିଦେଲେ କଳ୍ପନା

ରାଞ୍ଚି,୨୩।୧୧: ୨୪ବର୍ଷର କେର୍ଡ ଭାଙ୍ଗିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏନଡିଏକୁ ପଛରେ ପକେଇ ଆଗରେ ସୋରେନଙ୍କ ସହ ଇଣ୍ଡିଆ ମେଣ୍ଟ । ରାଜ୍ୟରେ ଇଣ୍ଡିଆ ମେଣ୍ଟକୁ ବହୁମତ ମିଳିସାରିଛି। ଦଳ ୫୧...

ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା

ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଚେସ୍‌ ମହିଳା ବିଭାଗରେ ୬ ମହାବିଦ୍ୟାଳୟରୁ ୮ଟି...

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ...

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଝାଡଖଣ୍ଡର ୮୧ଟି ସିଟ...

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ...

ପ୍ରଚଣ୍ଡ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ: ଲକ୍ଷେରୁ ଅଧିକ ଭୋଟ୍‌ରେ ଆଗୁଆ

ୱାୟନାଡ,୨୩।୧୧: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧୀ ଅଗ୍ରଣୀ ହାସଲ କରିଛନ୍ତି। ଭାଜପା ପଛରେ...

ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍‌ କଲା ମେଣ୍ଟ

ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍‌ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା...

ବୁମ୍‌ରାଙ୍କ ବୋଲିଂ ଆଗରେ ଫେଲ୍‌ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍‌ରେ ଅଲଆଉଟ୍‌

ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ପ୍ରଥମ ଇନିଂସରେ ୪୬ ରନ୍‌ରେ ଆଗୁଆ ରହିଛି। ଦ୍ୱିତୀୟ ଦିନରେ କଙ୍ଗାରୁମାନେ ୬୭ ରନ୍‌ରେ...

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ଗତ...

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି...

ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍‌ଡିଏ ମେଣ୍ଟ

ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍‌ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି।...

Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୪ )

View

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଅପରାଧ

Video News

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା