ମାର୍ଚ୍ଚ ୧୪ରୁ ମେ’ ୨୫

ନୂଆଦିଲ୍ଲୀ, ୨୩ା୧୧ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆସନ୍ତାବର୍ଷ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ଦିନ ଧାର୍ଯ୍ୟ କରିଛି। ଏହି ବ୍ୟୟବହୁଳ ଟି୨୦ ଲିଗ୍‌ ୨୦୨୫ ମାର୍ଚ୍ଚ...

ବିଦ୍ୟୁତ୍‌ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର ମିଳୁଛି। କେତେବେଳେ ଶିକାରୀଙ୍କ ଗୁଳି ତ...

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର...

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ ଚନ୍ଦ୍ର ରଥଙ୍କୁ ନିକଟରେ ଆଉ ଏକ...

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି କମ୍ପାନୀକୁ ସୌରଶକ୍ତି କଣ୍ଟ୍ରାକ୍ଟ କରାଇଦେବା ପାଇଁ...

ଶେଷ ଦିନରେ ନିବେଶକ ଯୋଡ଼ିଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୩।୧୧: ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ପୁଞ୍ଜି ବଜାର କାରବାର ବେଶ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ଚଳିତ ସପ୍ତାହର ଶେଷ କାରବାର ଦିବସରେ...

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ ବିରୋଧୀ ମେଣ୍ଟ ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ଏଥିସହିତ କେରଳର ଓ୍ବାୟନାଡ ଲୋକ...

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ...

ରେଜଲ୍ଟ ପୂର୍ବରୁ ଝାଡଖଣ୍ଡରେ ହୋଇଗଲା ଭିତିରିଆ ଖେଳ!

ରାଞ୍ଚି,୨୨।୧୧: ଆଜି ରାତି ପାହିଲେ ଝାଡଖଣ୍ଡ-ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପ୍ରକାଶ ପାଇବ। ରାଜ୍ୟରେ ୮୧ଟି ଆସନରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇସାରିଛି। ଏଠାରେ ଭାଜପା ନେତୃତ୍ୱାଧୀନ ଏନଡିଏ ଏବଂ ଜେଏମଏମ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ମଧ୍ୟରେ କଡ଼ା ମୁକାବିଲା...

ମହାରାଷ୍ଟ୍ରରେ ବଡ଼ ଓଲଟପାଲଟ! ଫଳାଫଳ ପୂର୍ବରୁ ଚମକାଇଲା ଆଉ ଏକ ଏକଜିଟ୍‌ ପୋଲ୍‌

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରର ମହାଯୁଦ୍ଧକୁ ନେଇ ରାଜନୀତି ସରଗରମ ରହିଛି। ଯଦି ଭାଜପା-ଶିବସେନା ଏବଂ ଏନସିପି ନେତୃତ୍ୱରେ ମହାୟୁତି ସରକାର ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ପ୍ରଶ୍ନ ଉଠିଛି। କିଛିଦିନ ପୂର୍ବରୁ ଆସିଥିବା ସମସ୍ତ ଏକଜିଟ ପୋଲ...

୨୧୭ ରନ୍‌, ୧୭ ଉଇକେଟ୍‌: ପ୍ରଥମ ଦିନରେ ପ୍ରଧାନ୍ୟ ବିସ୍ତାର କଲେ ବୋଲର୍‌

ପର୍ଥ,୨୨।୧୧: ପର୍ଥ ଟେଷ୍ଟର ପ୍ରଥମ ଦିନରେ ଖେଳ ଶେଷ ହୋଇଛ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୬୭ ରନ ସଂଗ୍ରହ କରିଛି। ଭାରତ ପ୍ରଥମ ଇନିଂସରେ ୧୫୦ ରନ ସଂଗ୍ରହ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଏବେ ୮୩...

ଆମେ ଦିଲ୍ଲୀ ସରକାରଙ୍କ ଜବାବରେ ସନ୍ତୁଷ୍ଟ ନାହୁଁ: ପ୍ରଦୂଷଣକୁ ନେଇ ଦିଲ୍ଲୀ ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨।୧୧: ଆଜିକାଲି ଦେଶର ରାଜଧାନୀ ପ୍ରଦୂଷିତ ହେବାରେ ଲାଗିଛି। ରାଜଧାନୀରେ ପ୍ରଦୂଷଣ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ସମୟରେ ଦିଲ୍ଲୀ ସରକାରଙ୍କ ଉତ୍ତର ସନ୍ତୋଷଜନକ ନୁହେଁ ବୋଲି କୋର୍ଟ କହିଛନ୍ତି। ଏହି ଶୁଣାଣି ସମୟରେ ବରିଷ୍ଠ ଓକିଲ...

ମାଛଧରା ବୋଟ ସହିତ ମାଡ଼ ହେଲା ନୌସେନାର ବୁଡ଼ା ଜାହାଜ, ୨ ମତ୍ସ୍ୟଜୀବୀ ନିଖୋଜ

ଭୁବନେଶ୍ୱର,୨୨।୧୧:ଗୋଆ ଉପକୂଳ ନିକଟରେ ଏକ ଭାରତୀୟ ନୌସେନା ବୁଡ଼ାଜାହାଜ ଏକ ଭାରତୀୟ ମତ୍ସ୍ୟଜୀବୀ ଜାହାଜ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଦୁଇ ଜାହାଜରେ ୧୩ ଜଣ ନାବିକ ଥିଲେ। ଏପର୍ଯ୍ୟନ୍ତ ୧୧ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଦୁଇ ମତ୍ସ୍ୟଜୀବୀ ନିଖୋଜ...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ଜମୁଛି ବାଲିଯାତ୍ରା: ଶୀତୁଆ ସନ୍ଧ୍ୟାରେ ମତୁଆଲା କଲା ସୁରେଶ, ସୋହିନୀଙ୍କ ଗୀତ

କଟକ, ୨୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ସପ୍ତମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ବଲିଉଡ୍‌ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୁରେଶ ୱାଡେକର ମନଛୁଅଁା ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ବିଭିନ୍ନ...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି,...

Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା