ନିଜ ନାଁ ବଦଳାଇ ଦେଲେ ସଞ୍ଜୁ ସାମସନ୍‌, ନେଲେ ଚମକାଇବା ଭଳି ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୧୧: ନିଜର ନାଁ ବଦଳାଇ ଦେଇଛନ୍ତି ଭାରତୀୟ କ୍ରିକେଟର ସଞ୍ଜୁ ସାମସନ। ଗତ କିଛି ଦିନ ଧରି ଜବରଦସ୍ତ ଫର୍ମରେ ଥିବା ଏହି କ୍ରିକେଟର ଭିନ୍ନ କାରଣକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏବେ...

ପରାଜୟ ପରେ ଇଭିଏମ୍‌କୁ ଦୋଷଦେଲେ ବିରୋଧୀ

ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ଇଭିଏମ୍‌କୁ ଦୋଷ ଦେଇଛି। ଭାଜପାକୁ ଫାଇଦା ଦେବା ପାଇଁ ନିର୍ବାଚନ କମିଶନ ଭୋଟ...

ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…

ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର କାର୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦିଲ୍ଲୀ-ଡେରାଡୁନ...

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ ଓଭରବ୍ରିଜ୍‌ ନିର୍ମାଣ କରାଯାଇଛି। ସେଗୁଡ଼ିକର ଉଭୟ...

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ବିରିକୋଟସ୍ଥିତ ବିଜେପୁର ସାହିରେ।...

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍‌’

ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍‌କ୍ଲବ୍‌ଠାରେ ‘ୟୁଥ୍‌ କନ୍‌କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ...

ମହାରାଷ୍ଟ୍ରରେ ବିଜୟ ସବୁ ରେକର୍ଡ ଭାଙ୍ଗିଲା: ମୋଦି

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଉ ଏକ ଐତିହାସିକ ବିଜୟ ଉତ୍ସବ ପାଇଁ ଏକାଠି ହୋଇଛୁ। ମହାରାଷ୍ଟ୍ରରେ ସୁଶାସନ...

ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍‌ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି।...

ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍‌ରେ ବାଜିମାତ

ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍‌ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୨୦୨୪ ସାଧାରଣ ନିର୍ବାଚନରେ ଓ୍ବାୟନାଡ଼ ଏବଂ ରାଏବରେଲି ଆସନରେ ଜିତି...

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ...

ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ, ପୁଣି ସୋରେନ ସରକାର

ରାଞ୍ଚି,୨୩।୧୧: ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ...

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଝାଡଖଣ୍ଡର ୮୧ଟି ସିଟ...

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ...

Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଅପରାଧ

Video News

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା