ଅଟୋକୁ ପଛ ପଟୁ ଧକ୍କା ଦେଲା ବିଧାୟକଙ୍କ କାର୍‌

ନିରାକାରପୁର,୨୫।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରିଆ ଛକ ନିକଟରେ ସୋମବାର ଏକ ଅଟୋ ସହ ଏକ କାର୍‌ ଧକ୍କା ହୋଇଛି।...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କରିଥିଲେ ଅପହରଣ, ତା’ପରେ…

ହିଞ୍ଜିଳିକାଟୁ, ୨୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିବା ଅଭିଯୋଗରେ ସାଢ଼େ ୪ମାସ ପରେ ଅଭିଯୁକ୍ତଙ୍କୁ ଆନ୍ଦ୍ରପ୍ରଦେଶଠାରୁ ପୋଲିସ ଗିରଫ କରିଛି। ଗିରଫ ଜଣଙ୍କ...

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ...

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ...

ଅନୁଗୋଳରୁ ୟୁପିକୁ ହେଉଥିଲା ଚାଲାଣ: ଧରାପଡ଼ିଲା ୩୦ ବସ୍ତା ଗଞ୍ଜେଇ

ସୁନ୍ଦରଗଡ଼,୨୫।୧୧: ସୁନ୍ଦରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସର ଏକ ଟିମ୍‌ ଚଢାଉ କରି ୩୦ ବସ୍ତା ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ...

ହଟିଲା ସସ୍‌ପେନ୍ସ, ଏହି ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ! ମଙ୍ଗଳବାର ଶିନ୍ଦେ ଦେବେ ଇସ୍ତଫା

ମୁମ୍ବାଇ,୨୫।୧୧: ମଙ୍ଗଳବାର ଏକନାଥ ଶିନ୍ଦେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ତାଙ୍କ ଇସ୍ତଫା ପରେ ହିଁ ଏକ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହେବ। ନିୟମ ଅନୁଯାୟୀ ତାଙ୍କୁ...

”ଲାଗୁଛି ବହୁତ ଟଙ୍କା ଦେଇଦେଲି”, ରିଷଭ ପନ୍ତଙ୍କୁ ୨୭ କୋଟି ଟଙ୍କାରେ କିଣି ମନଦୁଃଖ କଲେ ଲକ୍ଷ୍ନୌ ମାଲିକ

ନୂଆଦିଲ୍ଲୀ,୨୫।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୫ ପାଇଁ ଦୁଇ ଦିନିଆ ନିଲାମ ଚାଲିଛି। ସୋମବାର ଏହାର ଦ୍ୱିତୀୟ ଦିନ ହୋଇଥିବା ବେଳେ ପ୍ରଥମ ଦିନରେ ୩ ଖେଳାଳିଙ୍କ ଉପରେ ଏତେ ଟଙ୍କା ବର୍ଷା ହୋଇଥିଲା ଯେ, ସମସ୍ତ ଆଇପିଏଲ...

ମାଟି କାମୁଡିଲା କଙ୍ଗାରୁ ଟିମ୍‌: ଭାରତର ଐତିହାସିକ ବିଜୟ

ପର୍ଥ,୨୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ଐତିହାସିକ ବିଜୟ ହାସଲ କରିଛି। ପର୍ଥରେ ଚାଲିଥିବା ଏହି ମ୍ୟାଚ୍‌ରେ ଭାରତ କଙ୍ଗାରୁ ଟିମ୍‌କୁ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଭାରତ...

ବୁଝିବାରେ ଅସଫଳ

ଭାରତର ଅନ୍ୟତମ ପ୍ରମୁଖ ରାଜ୍ୟ ମହାରାଷ୍ଟ୍ର ଓ ପୂର୍ବ ଭାଗରେ ଥିବା ଝାଡ଼ଖଣ୍ଡ ବିଧାନସଭା ଲାଗି ଅନୁଷ୍ଠିତ ନିର୍ବାଚନ ଫଳ ୧-୧ରେ ଶେଷ ହୋଇଛି। ଅର୍ଥାତ୍‌ ଦୁଇ ରାଜ୍ୟରେ ଶାସନରେ ଥିବା ମେଣ୍ଟ ନିଜର ସ୍ଥିତି ବଜାୟ ରଖିବାରେ ସକ୍ଷମ...

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୫ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହେଉଛି। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର ସବୁ ଦଳର ସହଯୋଗ କାମନା କରିଥିଲେ। ଅନ୍ୟପକ୍ଷରେ ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକା...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ...

IPL Auction: ଏହି ସମସ୍ତ ଷ୍ଟାର ଖେଳାଳିଙ୍କୁ କିଣିଲେନି କୌଣସି ଟିମ୍

ଜେଦାହ,୨୪ା୧୧: ଇଣ୍ଡିଆନ ପରିମିୟର ଲିଗ୍ (ଆଇପିଏଲ) ୨୦୨୫ ସିଜିନ୍ ମେଗା ନିଲାମୀରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗି ଯାଇଛି। ଋଷଭ ପନ୍ତ ଆଇପିଏଲ ଇତିହାସର ସବୁଠୁ ମହଙ୍ଗା ଖେଳାଳି ହୋଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୨୭ କୋଟି ଟଙ୍କାରେ...

ଟ୍ରେଣ୍ଟ ବୋଲ୍ଟଙ୍କ ଲାଗି ଟଙ୍କା ବର୍ଷା କଲା ମୁମ୍ବାଇ: ସାମୀ, ନଟରାଜନ, ଜୋଫ୍ରା ଅର୍ଚ୍ଚରଙ୍କୁ କିଣିଲେ ଏହି ଟିମ୍

ଜେଦାହ,୨୪ା୧୧: ରବିବାର ସାଉଦି ଆରବର ଜେଦାହରେ ଅନୁଷ୍ଠିତ ମେଗା ଅକ୍ସନରେ ବିଦେଶୀ ଖେଳାଳିଙ୍କ ଚାହିଦାକୁ ଫିକା କରି ଦେଇଛନ୍ତି ଭାରତୀୟ ଖେଳାଳି। ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଆଇପିଏଲ୍‌ ଇତିହାସର ସବୁଠାରୁ ଦାମୀ ଖେଳାଳି ହୋଇଛନ୍ତି।...

ଧରିତ୍ରୀ’ୟୁଥ କନ୍‌କ୍ଲେଭ: ପଦ୍ମଶ୍ରୀ ଯମୁନା ଟୁଡୁଙ୍କୁ ‘ଲାଇଫ ଟାଇମ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ’

ଭୁବନେଶ୍ୱର,୨୪।୧୧(ବନ୍ଦନା ସେଠୀ/ଅନୁରାଧା ମହାରଣା): ଖଣି ଖନନ କାରଣରୁ ଓଡ଼ିଶାର ପ୍ରାକୃତିକ ଜଙ୍ଗଲ ଲଗାତାର ଭାବେ ନଷ୍ଟ ହେବାକୁ ଲାଗିଛି। ରାଜ୍ୟର କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଭଳି ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଏଭଳି ସ୍ଥିତି ଲାଗି ରହିଥିବା ବେଳେ, ହାତୀଙ୍କ...

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲ୍‌ରେ ଚେତାବନୀ ଦେଇଛନ୍ତି ଯେ, ଆମେରିକା ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି।...

ପୁଣି ଧୋନୀଙ୍କ ସହିତ ଖେଳିବେ ଅଶ୍ୱିନୀ: ଏହି ତିନି ବଡ଼ ଖେଳାଳିଙ୍କୁ ଦଳରେ ସାମିଲ କଲା ଚେନ୍ନାଇ

ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଷ୍ଟାର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ପୁଣିଥରେ ଦଳରେ ସାମିଲ କରିଛି। ରବିବାର ଅନୁଷ୍ଠିତ ନିଲାମୀରେ ଟିମ୍ ଅଶ୍ୱିନୀଙ୍କୁ ୯.୭୫ କୋଟି ଟଙ୍କାରେ କିଣିଛି। ଅଶ୍ୱିନୀ ଚେନ୍ନାଇରେ ତାଙ୍କର ଆଇପିଏଲ କ୍ୟାରିୟର ଆରମ୍ଭ କରିଥିବା ବେଳେ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଅପରାଧ

Video News

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା