ମାତ୍ର ୫୦ ରନ୍‌ରେ ପାଭିଲିୟନକୁ ଫେରିଲେ ଭାରତର ଅଧା ଟିମ୍‌

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପର୍ଥରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ମଧ୍ୟରେ ଟେନସନ ବଢାଇଲା ଉତ୍ତର କୋରିଆ, ଆମେରିକାକୁ ପରମାଣୁ ଆକ୍ରମଣର ଚେତାବନୀ ଦେଲେ କିମ!

ସିଓଲ,୨୨।୧୧: ଉତ୍ତର କୋରିଆର ନେତା କିମ ଜୋଙ୍ଗ ଉନ ଆମେରିକାକୁ ତିକ୍ତତା ବୃଦ୍ଧି କରୁଥିବା ଅଭିଯୋଗ କରିଛନ୍ତି ଏବଂ କୋରିଆ ଉପଦ୍ୱୀପ ପୂର୍ବରୁ ପରମାଣୁ ଯୁଦ୍ଧର ଏଭଳି ଧମକର ସମ୍ମୁଖୀନ ହୋଇନାହାଁନ୍ତି ବୋଲି...

ପର୍ଥରେ ବଡ଼ ରେକର୍ଡ କଲେ କେ.ଏଲ୍‌ ରାହୁଲ

ପର୍ଥ,୨୨।୧୧: ପର୍ଥ ଟେଷ୍ଟରେ କେ.ଏଲ ରାହୁଲ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି। ପର୍ଥରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ରାହୁଲ ୨୬ ରନ ସଂଗ୍ରହ...

ସିରିଜ୍‌ ଚୋରି: ମାର୍କେଟ୍‌ କମ୍ପ୍ଲେକ୍ସର ସିସିଟିଭି ଭାଙ୍ଗି ୪ ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଭିନ୍ନ ସାମଗ୍ରୀ...

ଗିରଫ ହେବେ କି ନେତାନ୍ୟାହୁ: ଜାଣନ୍ତୁ କ’ଣ ରହିଛି ନିୟମ

ହେଗ୍‌,୨୨ା୧୧ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଅପରାଧ ଏବଂ ଗାଜାରେ ମାନବତା ବିରୋଧରେ ଅପରାଧ ଅଭିଯୋଗ ନେଇ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା ଜାରି କରିଛି। ଅନୁରୂପ...

ଭାରତ ବିରୋଧରେ ନୂଆ ଷଡଯନ୍ତ୍ର ରଚୁଛି ମାଳଦ୍ୱୀପ

ମାଲେ,୨୨।୧୧: ମାଳଦ୍ୱୀପ ସରକାରଙ୍କ ଆଦେଶ ପୁଣି ଥରେ ସେଠାରେ କିଛି ଭାରତୀୟଙ୍କ ଚିନ୍ତା ବଢାଇ ଦେଇଛି। ଭାରତଠାରୁ ଉପହାରରେ ମିଳିଥିବା ଡୋର୍ନିଅର୍‌ ଏବଂ ହେଲିକପ୍ଟରକୁ ଉଡ଼ାଉଥିବା କର୍ମଚାରୀଙ୍କ ପରିଚୟ ସାର୍ବଜନୀନ ହେବାର ଆଶଙ୍କା...

ଜମୁଛି ବାଲିଯାତ୍ରା: ଶୀତୁଆ ସନ୍ଧ୍ୟାରେ ମତୁଆଲା କଲା ସୁରେଶ, ସୋହିନୀଙ୍କ ଗୀତ

କଟକ, ୨୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ସପ୍ତମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ବଲିଉଡ୍‌ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୁରେଶ ୱାଡେକର ମନଛୁଅଁା ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ବିଭିନ୍ନ...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି,...

ଆସିଗଲା ତାରିଖ: ଏହି ଦିନରୁ ଆରମ୍ଭ ହେବ ଆଇପିଏଲ ୨୦୨୫ !

ନୂଆଦିଲ୍ଲୀ,୨୨।୧୧: ଆଜିକାଲି ଆଇପିଏଲ ୨୦୨୫ ମେଗା ନିଲାମ ଖବର ଚର୍ଚ୍ଚାରେ ଅଛି। ଏହି ସମୟରେ ଆଇପିଏଲ ୨୦୨୫ ଆରମ୍ଭ ହେବାର ତାରିଖ ସାମ୍ନାକୁ ଆସିଛି। ଏକ ମିଡିଆ ରିପୋର୍ଟ ଅନୁଯାୟୀ, ଆଗାମୀ ତିନି ସିଜନର ତାରିଖ ପ୍ରକାଶ ପାଇଛି। ୨୦୨୫...

ପର୍ଥରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ଡେବ୍ୟୁ କଲେ ନୀତିଶ କୁମାର, ହର୍ଷିତ ରାଣା

ନୂଆଦିଲ୍ଲୀ,୨୨ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି (୨୨ ନଭେମ୍ବର) ଠାରୁ ପର୍ଥରେ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...

୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍‌ ସ୍ଥାନୀୟସ୍ତରରେ ସୋଲାର ସେଲ୍‌ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍‌ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍‌ ଶକ୍ତି ଭାରତର ୫ ରାଜ୍ୟକୁ ଯୋଗାଣ ପାଇଁ ଏକ ଠିକା ପାଇଥିଲା। କେନ୍ଦ୍ର ସରକାରଙ୍କ ସୋଲାର...

ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍‌ ଥିଲେ ଆସିବନି ଟଙ୍କା, ଏମିତି କରିବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୧: ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମତୀ ପରିଡ଼ା କହିଛନ୍ତି ଆସନ୍ତା...

ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ

କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି।...

ଆସିପାରେ ୫ ଲକ୍ଷ କୋଟି ଟଙ୍କାର ନିବେଶ, ମନ୍ତ୍ରୀଙ୍କ ଦୃଢୋକ୍ତି

ଭୁବନେଶ୍ୱର,୨୧।୧୧: ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମୁଖ୍ୟ ସଚିବ ମନୋଜ ଅହୁଜାଙ୍କ ସହ ଗୁରୁବାର ସିଙ୍ଗାପୁର ଗସ୍ତ ସାରି ଓଡ଼ିଶା ଫେରିଛନ୍ତି। ଏହି ସମୟରେ ଖବରଦାତାଙ୍କ ସହ କଥାବାର୍ତ୍ତା କରି ମନ୍ତ୍ରୀ ସ୍ୱାଇଁ ଯେ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ...

ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଗିରଫ ପାଇଁ ୱାରେଣ୍ଟ ଜାରି କଲେ ଅନ୍ତର୍ଜାତୀୟ କୋର୍ଟ

ନୂଆଦିଲ୍ଲୀ,୨୧।୧୧: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏବଂ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ୟୋଭ୍ ଗାଲାଣ୍ଟଙ୍କୁ ମାନବିକତା ବିରୋଧୀ ତଥା ଯୁଦ୍ଧ ଅପରାଧ ପାଇଁ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ ଗିରଫ ୱାରେଣ୍ଟ ଜାରି କରିଛନ୍ତି।ଏହି ଆଇନଗତ ପ୍ରକ୍ରିୟାର ଅର୍ଥ ହେଉଛି ଯେ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତ: ଓଡ଼ିଶାରେ ପ୍ରତିଷ୍ଠା ହେବ ପ୍ରାଣୀସମ୍ପଦ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୧।୧୧: ଓଡ଼ିଶାରେ ପ୍ରାଣୀସମ୍ପଦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି । ସମ୍ବଲପୁରଠାରେ ୧୦୦ ଏକର ଜମିରେ ଆକ୍ୱାପାର୍କ ପ୍ରତିଷ୍ଠା କରାଯିବ ବୋଲି ଭୁବନେଶ୍ୱରଠାରେ...

Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା