ତେଲଙ୍ଗାନାରେ ମର୍ମନ୍ତୁଦ ବସ ଦୁର୍ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ମାଲକାନଗିରି,୧୦।୧(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନାରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ତେଲଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ୪ ମୃତକଙ୍କ ମଧ୍ୟରେ...

ଛାଡପତ୍ର ନେଇ ଇସାରା ଦେଲେ ଚହଲ! କହିଲେ ଏହା ସତ…

ନୂଆଦିଲ୍ଲୀ,୧୦।୧: ଟିମ ଇଣ୍ଡିଆର ଖେଳାଳି ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ଆଜିକାଲି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। କିଛି ସମୟ ଧରି ଏହି ଦମ୍ପତିଙ୍କ ଅଲଗା ହେବାର ଖବର ଆସୁଛି।...

ଆଜି କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ

ଝାରସୁଗୁଡ଼ା,୧୦।୧(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଶୁକ୍ରବାର ହେବ। ଏହି ପରିପ୍ରେକ୍ଷୀରେ ଗୁରବାର ସକାଳେ ସମିତି ସଭ୍ୟ, ସରପଞ୍ଚ ଲୁଚି ଥିବା ସନ୍ଦେହରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ...

ସ୍ତ୍ରୀଙ୍କ ବଦଳରେ ମାଆଙ୍କ ନାମରେ କରନ୍ତୁ ଏହି ଏଫଡି, ମିଳିବ ବମ୍ପର ରିଟର୍ନ, ଜାଣନ୍ତୁ କେମିତି କରିବେ…

ନୂଆଦିଲ୍ଲୀ,୧୦।୧: ଅଧିକାଂଶ ଲୋକ ଫିକ୍ସଡ ଡିପୋଜିଟ (Fixed Deposit -FD) ରେ ବିନିଯୋଗ କରିବାକୁ ପସନ୍ଦ କରନ୍ତି, କାରଣ ସେମାନେ ଫିକ୍ସଡ ରିଟର୍ଣ୍ଣ ପାଆନ୍ତି ଓ ଆପଣଙ୍କର ବିନିଯୋଗ ପରିମାଣ ସୁରକ୍ଷିତ ରହିଥାଏ...

ଆଜି ପୁତ୍ରଦା ଏକାଦଶୀ, ମହିଳାମାନେ ଧ୍ୟାନ ରଖନ୍ତୁ ଏହିସବୁ ଜିନିଷ

୨୦୨୫ ନୂଆବର୍ଷର ପ୍ରଥମ ଏକାଦଶୀ ଜାନୁଆରୀ ୧୦, ଶୁକ୍ରବାର ଅର୍ଥାତ ଆଜି ପଡୁଛି। ଏହାକୁ ପୌଷ ପୁତ୍ରଦା ଏକାଦଶୀ ଏବଂ ବୈକୁଣ୍ଠ ଏକାଦଶୀ ମଧ୍ୟ କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁସାରେ, ଏହି ଦିନ...

ନଦୀକୁ ଖସିଲା ଟୁରିଷ୍ଟ୍‌ ବସ: ଜଣେ ମୃତ, ୪ ଗୁରୁତର

ନୟାଗଡ,୧୦।୧: ନୟାଗଡ଼ ପୋଲିସ ଜିଲା ଚାନ୍ଦପୁର ଥାନା ଖଣ୍ଡିସ ପୋଲ ନିକଟରେ ସୁରକ୍ଷା ପ୍ରାଚୀର ଭାଙ୍ଗି ନଦୀ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଟୁରିଷ୍ଟ ବସ ଓଲଟି ପଡି ବାଉଁଶିଆପଡାର ଛାଟିଆ ଦାସଙ୍କର...

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା...

ଭୟଙ୍କର ରୂପ ଧାରଣ କଲାଣି ନିଆଁ :୩ ଲକ୍ଷ ବାସଗୃହ ଜଳିପୋଡ଼ି ଛାରଖାର

ଆମେରିକା କାଲିଫର୍ନିଆ ରାଜ୍ୟର ଲସ୍‌ଏଞ୍ଜେଲ୍ସ ଜଙ୍ଗଲରେ ମଙ୍ଗଳବାର ସକାଳଠାରୁ ଲାଗିଥିବା ନିଆଁ ଭୟଙ୍କର ରୂପ ଧାରଣ କଲାଣି। ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଉପକୂଳରେ ପବନର ତୀବ୍ରତା ଏବଂ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ସାଙ୍ଗକୁ ଘୂର୍ଣ୍ଣିଝଡ଼ ଯୋଗୁ ନିଅଁା ବ୍ୟାପିବାରେ...

ଇତିହାସ ହୋଇପାରେ ‘ଇଣ୍ଡିଆ’

୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ)କୁ କେନ୍ଦ୍ରରେ କ୍ଷମତାଚ୍ୟୁତ କରିବା ପାଇଁ ଏହାର ପ୍ରାୟ ୧୦ ମାସ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ମେଳି ବାନ୍ଧି ଏକ ମେଣ୍ଟ ଗଠନ କରିଥିଲେ, ଯାହାର ନାମ ରଖାଯାଇଥିଲା...

ଝିଅଙ୍କୁ ପଢ଼ାଖର୍ଚ୍ଚ ଦେବାକୁ ମା’ବାପା ଅନୁସାରେ ବାଧ୍ୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ମାଆବାପାଙ୍କଠାରୁ ପାଠପଢ଼ା ଖର୍ଚ୍ଚ ପାଇବା ଝିଅଙ୍କର ଅପରିହାର୍ଯ୍ୟ ଏବଂ ବୈଧ ଅଧିକାର। ମା’ବାପା ଏଥିପାଇଁ ସେମାନଙ୍କ ଆର୍ଥିକ ସମ୍ବଳ ସୀମା ମଧ୍ୟରୁ ଜରୁରୀ ପାଣ୍ଠି ଯୋଗାଇଦେବାକୁ ବାଧ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏକ ବୈବାହିକ ବିବାଦ ମାମଲାରେ ଅଲଗା...

ଗୋଦାମରେ ସଢ଼ୁଛି ୯ ଲକ୍ଷ କୁଇଣ୍ଟାଲ ଖାଦ୍ୟଶସ୍ୟ

ଭୋପାଳ, ୯ା୧: ସରକାରୀ ବ୍ୟବସ୍ଥାରେ ଅବହେଳା ଯୋଗୁ ମଧ୍ୟପ୍ରଦେଶର ଡିଣ୍ଡୋରି ସହରରେ ଥିବା ସରକାରୀ ଗୋଦାମଗୁଡ଼ିକରେ ୯ ଲକ୍ଷ କୁଇଣ୍ଟାଲର ଖାଦ୍ୟଶସ୍ୟ ସଢ଼ି ନଷ୍ଟ ହୋଇଛି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ରିପୋର୍ଟ ଅନୁଯାୟୀ,...

2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍‌ରେ ଅହମଦାବାଦକୁ ଆୟୋଜକ...

କେନ୍ଦ୍ର ମନ୍ତ୍ରୀ ଗଡ଼କରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣାରେ ଆହତଙ୍କର ହେବ କ୍ୟାସଲେସ୍‌ ଚିକିତ୍ସା, ଜାଣନ୍ତୁ ଯୋଜନା ନେଇ ସବୁକିଛି…

ନୂଆଦିଲ୍ଲୀ,୯।୧: ମୋଦି ସରକାର ସଡକ ଦୁର୍ଘଟଣାରେ ପୀଡ଼ିତଙ୍କୁ ଆଶ୍ୱସ୍ତି ଦେବାର ଯୋଜନା କରୁଛନ୍ତି। ଏନେଇ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ବଡ଼ ଘୋଷଣା କରିଛନ୍ତି। ସରକାର ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ଲାଗି କ୍ୟାଶଲେସ୍‌ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନା...

ସମଲିଙ୍ଗୀ ବିବାହ ଆବେଦନ ଖାରଜ, ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୯।୧: ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହ ମାମଲାରେ ଦେଇଥିବା ରାୟର ପୁନର୍ବିଚାର କରିବାକୁ ମନା କରିଦେଇଛନ୍ତି। ଏହାସହିତ କୋର୍ଟ ପୁନର୍ବିଚାର ଆବେଦନକୁ ଖାରଜ କରିଛନ୍ତି। ସୁପ୍ରିମକୋର୍ଟ କହିଥିଲେ ପୂର୍ବ ରାୟରେ କୌଣସି ତ୍ରୁଟି ନାହିଁ ଏବଂ ନିଷ୍ପତ୍ତିରେ କରାଯାଇଥିବା ବିଚାର ଆଇନ...

ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। “କେନ୍ଦ୍ର ଏବଂ ରାଜ୍ୟ ସରକାର ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟାର...

‘ଇଣ୍ଡିଆ ଗଠବନ୍ଧନ ଶେଷ ହୋଇଗଲା’, କଂଗ୍ରେସ ନେତା ପଓ୍ବନ ଖେରାଙ୍କ ବଡ଼ ବୟାନ, କହିଦେଲେ ଭିତିରିକଥା..

ନୂଆଦିଲ୍ଲୀ,୯।୧: ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାରଙ୍କୁ କ୍ଷମତାରୁ ହଟାଇବା ଉଦ୍ଦେଶ୍ୟରେ ଗଠିତ ଅଖିଳ ଭାରତୀୟ ମେଣ୍ଟ କ’ଣ ଶେଷ ହୋଇଗଲା? ଏହି ପ୍ରଶ୍ନ ବର୍ତ୍ତମାନ ଲୋକଙ୍କ ମନରେ ଉଙ୍କି ମାରୁଛି। କାରଣ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଜାନୁଆରୀ, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧ ଜାନୁଆରୀ, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୩୧ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଡିସେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ଜୀବନଚର୍ଯ୍ୟା

ଅପରାଧ

Video News

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍

ଘର ମାଲିକ, ଭଡା ନେଇ ରହୁଥିବା ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ : ମାଲିକଙ୍କୁ ଅଟକ ରଖି ପୋଲିସ…

ଡିଜି ଓ ଆଇଜିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ଭାଇ ଲେଖି ଦେଉଛନ୍ତି ଦିଦି ବନ୍ଦ କରି ଦେଉଛନ୍ତି!

ବାପା ପୋଲିସକୁ ଦେଲେ ଝିଅର ଜନ୍ମ ପ୍ରମାଣପତ୍ର

ନର୍ସ ଙ୍କ ବିରୁଦ୍ଧରେ ସାଙ୍ଘାତିକ ଅଭିଯୋଗ

ଏଇ ମେସିନ କିଣିଲେ, ଘରେ ବସି ରୋଜଗାର

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?