କାର୍‌ ଡିକିରେ ନେଉଥିଲେ ଗଞ୍ଜେଇ, ଗୋଡ଼ାଇ ଗୋଡ଼ାଇ ଧରିଲେ ଅବକାରୀ ଅଧିକାରୀ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅନ୍ତର୍ଗତ ମେରାଇନ ଏକାଡେମୀ ନିକଟରେ...

ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ...

ମାଡ଼ ପରେ ପୁଣି ତାତିଲେ ହିମାଂଶୁ, କହିଲେ ପ୍ରମିଳା ମ୍ୟାଡାମ ଭାରସାମ୍ୟ ହରାଇଲେଣି

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ମାଡ଼ ଘଟଣାରେ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ ଶନିବାର ପ୍ରତିକ୍ରିୟା ରଖିଥିଲେ। ତାଙ୍କ ପ୍ରତିକ୍ରିୟା ପରେ ମୁହଁ ଖୋଲିଛନ୍ତି ନିଜେ ବିଧାୟକ ହିମାଂଶୁ ।...

ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…

ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାତିରେ କଳାକାର୍‌ରେ ବିଧାୟକ...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି ଗାଁର ବୋଲି ଜଣାପଡ଼ିଛି। ଦୁଇ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ...

ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ, ପୁଣି ସୋରେନ ସରକାର

ରାଞ୍ଚି,୨୩।୧୧: ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ...

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଝାଡଖଣ୍ଡର ୮୧ଟି ସିଟ...

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ...

ପ୍ରଚଣ୍ଡ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ: ଲକ୍ଷେରୁ ଅଧିକ ଭୋଟ୍‌ରେ ଆଗୁଆ

ୱାୟନାଡ,୨୩।୧୧: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧୀ ଅଗ୍ରଣୀ ହାସଲ କରିଛନ୍ତି। ଭାଜପା ପଛରେ...

ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍‌ କଲା ମେଣ୍ଟ

ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍‌ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା...

ବୁମ୍‌ରାଙ୍କ ବୋଲିଂ ଆଗରେ ଫେଲ୍‌ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍‌ରେ ଅଲଆଉଟ୍‌

ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ପ୍ରଥମ ଇନିଂସରେ ୪୬ ରନ୍‌ରେ ଆଗୁଆ ରହିଛି। ଦ୍ୱିତୀୟ ଦିନରେ କଙ୍ଗାରୁମାନେ ୬୭ ରନ୍‌ରେ...

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ଗତ...

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ...

Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଅପରାଧ

Video News

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା