କୋହଲି ଆଉଟ୍‌ ହୋଇଗଲେ ମୁଁ ଖାଏନାହିଁ…ଏମିତି କହି ଫସିଲେ ନାନା ପାଟେକର

ନୂଆଦିଲ୍ଲୀ,୯।୧: ସଦ୍ୟ ସମାପ୍ତ ବର୍ଡର-ଗାଭାସ୍କର ସିରିଜର ପ୍ରଥମ ଟେଷ୍ଟରେ କୋହଲି ଶତକ ହାସଲ କରିଥିଲେ। ଏହା ପରେ କୋହଲି ବାକି ଚାରୋଟି ମ୍ୟାଚରେ ବିଫଳ ହୋଇଥିଲେ। ପ୍ରସିଦ୍ଧ ବଲିଉଡ ଅଭିନେତା ନାନା ପାଟେକର...

ସନ୍ତୋଷପୁର ମଣ୍ଡଳ ସଭାପତି ହେଲେ ଟୁକୁନା ସାହୁ, କହିଲେ ଦଳୀୟ ସଂଗଠନକୁ…

ଗଞ୍ଜାମ,୯ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କୁଶପଲି ଭାଜପା ଯୁବନେତା ଟୁକୁନା ସାହୁ ସନ୍ତୋଷପୁର ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ...

ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ: ଏହି ତାରିଖ ସୁଦ୍ଧା କରିନିଅନ୍ତୁ E-KYC, ନଚେତ୍‌…

ଭୁବନେଶ୍ୱର,୯।୧: ରାଶନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ। ଜାନୁଆରି ୩୧ ସୁଦ୍ଧା E-KYC କରିବାକୁ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି। ଯୋଗାଣ ମନ୍ତ୍ରୀଙ୍କ କହିବାଅନୁସାରେ, ଜାନୁଆରି ୩୧...

ଗଙ୍ଗାସାଗର ମେଳା ଶୁଭାରମ୍ଭ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ବନ୍ଦ ରହିବ ଫେରିଘାଟ

ଭୋଗରାଇ,୯ା୧(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ହେବାକୁ ଯାଉଥିବା ପ୍ରସିଦ୍ଧ ଗଙ୍ଗାସାଗର ମେଳାକୁ ଗୁରୁବାରଠାରୁ ସରକାରୀ ଭାବେ ଶୁଭାରମ୍ଭ ହେଉଛି। ଏଥି ନିମନ୍ତେ...

କୋହଲି ଅବସର ନେଲେ ଭୁଶୁଡି ପଡ଼ିବ ଟିମ୍‌ ଇଣ୍ଡିଆ: ଚାଞ୍ଚଲ୍ୟକର ଖୁଲାସା କଲେ ଅଷ୍ଟ୍ରେଲିୟ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧: ବିରାଟ କୋହଲି ଭାରତୀୟ ଦଳରୁ ବାଦ୍‌ ପଡ଼ିବେ, ସେ ଅବସର ନେବେ ଏବଂ ହୁଏତ କ୍ରିକେଟରୁ ଏକ ଛୋଟ ବିରତି ନେବେ। ଆଜିକାଲି ବିରାଟଙ୍କ କ୍ରିକେଟ କ୍ୟାରିୟରକୁ ନେଇ ସମାନ ଅନୁମାନ...

ଶେଖ ହାସିନାଙ୍କ ଉପରେ ବଡ଼ ନିଷ୍ପତ୍ତି ନେଲେ ବାଂଲାଦେଶ ସରକାର, ବଢିପାରେ ଅଡୁଆ…

ଢାକା,୯।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମଙ୍ଗଳବାର କହିଛନ୍ତି ଯେ ସେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଅନ୍ୟ ୯୬ ଜଣଙ୍କ ପାସପୋର୍ଟ ବାତିଲ କରିଛନ୍ତି। ଗତବର୍ଷ ଜୁଲାଇରେ ଘଟିଥିବା ବଳପୂର୍ବକ ନିଖୋଜ...

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଭାଙ୍ଗିଲା ଇଣ୍ଡିଆ ମେଣ୍ଟ! ଓମାର ଅବଦୁଲ୍ଲା କହିଲେ ଶେଷ କରିଦିଅ

ଶ୍ରୀନଗର,୯।୧: ରାଜଧାନୀ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସାରିଛନ୍ତି। ଦିଲ୍ଲୀରେ ଫେବୃଆରୀ ୫ରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ ଏବଂ ଫେବୃଆରୀ ୮ରେ ଫଳାଫଳ ଘୋଷଣା କରାଯିବ। ଦିଲ୍ଲୀ ବିଧାନସଭା ନିର୍ବାଚନରେ...

ଚମକିଲା ବାବର ଆଜମଙ୍କ ଭାଗ୍ୟ, ବ୍ୟାଟ୍‌ରେ ଷ୍ଟିକର୍‌ ଲଗାଇଲେ ମିଳିବ…

ଇସଲାମାବାଦ୍‌,୯।୧: ନିକଟରେ ପାକିସ୍ତାନର କ୍ରୀଡ଼ା ନିର୍ମାଣକାରୀ କମ୍ପାନୀ ‘ସିଏ ସ୍ପୋର୍ଟସ’ ସହିତ ପୂର୍ବତନ ପାକ ଅଧିନାୟକ ବାବର ଆଜମ ଏକ ଚୁକ୍ତି ସ୍ବାକ୍ଷର କରିଥିଲେ। ଏହି କମ୍ପାନୀର ବ୍ୟାଟ ବ୍ୟବହାର କରି ବାବର ଫର୍ମକୁ ଫେରିଛନ୍ତି। ତେବେ ଏହି କମ୍ପାନୀ...

ଯେତେବେଳେ ସାରା ବିଶ୍ୱ ଦେଖାଇଥିଲା ଖଣ୍ଡାର ଶକ୍ତି, ସମ୍ରାଟ ଅଶୋକ ବାଛିଥିଲେ ଶାନ୍ତି, ଜାଣନ୍ତୁ କାହାକୁ ଟାର୍ଗେଟ କଲେ ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୯।୧: ଯେତେବେଳେ ଖଣ୍ଡା ବଳରେ ସାରା ବିଶ୍ୱରେ ସାମ୍ରାଜ୍ୟ ବିସ୍ତାର କରାଯାଉଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ପଥ ବାଛିଥିଲେ… ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଗସ୍ତରେ ଅଛନ୍ତି। ଗୁରୁବାର ଭୁବନେଶ୍ୱରରେ ସେ ୧୮ତମ...

ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ରାଙ୍କିଂ: ଭାରତକୁ ଝଟ୍‌କା

ନୂଆଦିଲ୍ଲୀ,୯।୧: ୨୦୨୫ ବର୍ଷର ପ୍ରଥମ ଛଅ ମାସ ପାଇଁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ରାଙ୍କିଂ ପ୍ରକାଶ ପାଇଛି। ଏହି ରାଙ୍କିଂ ପ୍ରତିଷ୍ଠିତ ସଂଗଠନ ହେନଲି ଆଣ୍ଡ ପାର୍ଟନର୍ସ ଦ୍ୱାରା ପ୍ରକାଶିତ ହୋଇଛି। ଏହି ସୂଚକାଙ୍କ ପାସପୋର୍ଟର ରାଙ୍କିଂ ଏହି...

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ...

ଅଧରାତିରେ ନେତାଙ୍କ ସହ ମାନସମନ୍ଥନ କଲେ ମୋଦି: ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର,୯।୧: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅଛନ୍ତି। ଓଡ଼ିଶାରେ ପହଞ୍ଚିବା ପରେ ମୋଦି ଅଧରାତିରେ ବିକାଶର ଦୂରଦୃଷ୍ଟି ସଂପନ୍ନ ଯୋଜନାର ମାନସମନ୍ଥନ କରିଛନ୍ତି। ବିଭିନ୍ନ ଯୋଜନା ଓ କ୍ରିୟାନ୍ବୟନ ନେଇ ସେ ଆଲୋଚନା କରିଛନ୍ତି। ବିଭିନ୍ନ...

ବେଆଇନ ମଦ କାରବାର: ଚଢ଼ାଉ ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ, ୩ ଆହତ

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ନାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଗ୍ରାମରେ ବେଆଇନ ମଦ କାରବାର ଚାଲୁଥିବା ଅଭିଯୋଗ ହୋଇଥିଲା। ସ୍ଥାନୀୟ ଅବକାରୀ ବିଭାଗ ଚଢ଼ାଉ କରୁଥିବାବେଳେ ଗ୍ରାମବାସୀଙ୍କ...

ଟେନଶନରେ ବାଂଲାଦେଶ, ମୋଦି-ମୋଇଜୁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧: ମାଳଦ୍ୱୀପରେ ମହମ୍ମଦ ମୋଇଜୁଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହୋଇଯାଇଥିଲା। ସମ୍ପ୍ରତି ୟୁନୁସଙ୍କ ସରକାର ଆସିବା ପରେ ବାଂଲାଦେଶ ସହିତ ଭାରତର ସମ୍ପର୍କ ମଧ୍ୟ ଖରାପ ହୋଇଥିଲା। ଏଥିରେ କୌଣସି ସ୍ଥାନରେ...

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି ବିରୋଧରେ ବିଷ ଓକାଳୁଥିବା ପ୍ରଦୀପ କେତେକ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ...

ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ ଯାଇଛି। ମୃତକଙ୍କ ନାମ ଶଙ୍କର ଦାସ ବୋଲି ସୂଚନା ମିଳିଛି। ଗୋଟିଏ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଜାନୁଆରୀ, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧ ଜାନୁଆରୀ, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୩୧ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଡିସେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ଜୀବନଚର୍ଯ୍ୟା

ଅପରାଧ

Video News

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍

ଘର ମାଲିକ, ଭଡା ନେଇ ରହୁଥିବା ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ : ମାଲିକଙ୍କୁ ଅଟକ ରଖି ପୋଲିସ…

ଡିଜି ଓ ଆଇଜିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ଭାଇ ଲେଖି ଦେଉଛନ୍ତି ଦିଦି ବନ୍ଦ କରି ଦେଉଛନ୍ତି!

ବାପା ପୋଲିସକୁ ଦେଲେ ଝିଅର ଜନ୍ମ ପ୍ରମାଣପତ୍ର

ନର୍ସ ଙ୍କ ବିରୁଦ୍ଧରେ ସାଙ୍ଘାତିକ ଅଭିଯୋଗ

ଏଇ ମେସିନ କିଣିଲେ, ଘରେ ବସି ରୋଜଗାର

ଭଗବାନ ମୋ ଭଳି ଜନ୍ମ କାହାକୁ ନ ଦିଅନ୍ତୁ

କେଉଁଦିନ ପାଳନ ହେବ ଦୀପାବଳି ?

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?