ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଏସି ଅଚଳ,ରୋଗୀ ହନ୍ତସନ୍ତ

କେନ୍ଦୁଝର,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା 40 ଡିଗ୍ରୀ ଟପିଥିବା ବେଳେ ପ୍ରବଳ ଗରମରେ ଲୋକ ମାନେ ସଢୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଗର୍ଭବତୀ ମହିଳା ଓ ଶିଶୁ ଗରମ ରେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଓ୍ବାର୍ଡରେ ଫ୍ୟାନ୍‌ ଓ ଏସି ଲାଗିଛି। କିନ୍ତୁ ଏସି ସବୁ ଅଚଳ ହୋଇ ପଡିଥିଲେ ହେଁ ସଜଡା ଯାଉ ନ ଥିବାରୁ ନବଜାତ ଶିଶୁ ଓ ଗର୍ଭବତୀ ମହିଳାମାନେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଅର୍ଥର ଅଭାବ ନ ଥିବା ବେଳେ ଏସବୁ ଏସି କାହିଁକି ସଜଡା ଯାଉନାହିଁ ସେ ନେଇ ନାନା ପ୍ରଶ୍ନ ଉଠୁଛି। ନିମ୍ନ ମାନର ଏସି ଲଗାଯାଇଥିବା କାରଣରୁ ଏଭଳି ଅଚଳ ହୋଇଯାଇଥିବା ଅଭିଯୋଗ ହେଉଛିା ଅନ୍ୟ ପକ୍ଷରେ ପ୍ରବଳ ଖରାକୁ ଆଖିରେ ରଖି ଯୋଗାଣ କାରୀ ସଂସ୍ଥା ବା ମେଡିକାଲ ପ୍ରଶାସନ ପକ୍ଷରୁ ରକ୍ଷଣା ବେକ୍ଷଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ସେହିପରି ସ୍ଥାନ ଅଭାବରୁ ବାରଣ୍ଡାରେ ଅର୍ଥାତ ରୁମ୍‌ ବାହାରେ ବେଡ୍‌ ପକାଇ ରୋଗୀ ଓ ନବଜାତ ଶିଶୁଙ୍କୁ ରଖାଯାଉଥିବା ବେଳେ ଅନେକ ବାରଣ୍ଡାରେ ତଳେ ଶୋଇ ଚିକିତ୍ସିତ ହେବାକୁ ବାଧ୍ୟ ହେଉଛନ୍ତିା ସିଡିଏମଓ ଡାକ୍ତର କିଶୋର ଚନ୍ଦ୍ର ପୃଷ୍ଟିଙ୍କୁ ଏନେଇ ପଚାରିବାରୁ ସେ କହିଛନ୍ତି, ଯେତିକି ବେଡ୍‌ ରହିଛି ତା’ଠାରୁ ବହୁ ଅଧିକ ରୋଗୀ ଆସୁଥିବାରୁ ଏଭଳି ସମସ୍ୟା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri