ବନ୍ୟା ନିୟନ୍ତ୍ରଣ, ଜଳସେଚନ ପ୍ରକଳ୍ପପାଇଁ ବଡ଼ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୨୪।୦୭: ବିଭିନ୍ନ ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥା ବଢ଼ାଇବା ଏବଂ ଜଳସେଚନ ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ୧୧,୫୦୦ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ତ୍ୱରିତ୍‌ ସେଚ ଲାଭ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ଉତ୍ସ ଜରିଆରେ ସରକାର ବିଭିନ୍ନ ପ୍ରକଳ୍ପକୁ ଆର୍ଥତ୍କ ସହାୟତା ଯୋଗାଇଦେବେ। ଏଥିରେ କୋଶୀ-ମେଚି ଇଣ୍ଟ୍ରା-ଷ୍ଟେଟ୍‌ ଲିଙ୍କ୍‌ ଏବଂ ଅନ୍ୟ ୨୦ଟି ଯୋଜନା, ବ୍ୟାରେଜ, ନଦୀ ପ୍ରଦୂଷଣ ଉପଶମ ଏବଂ ଜଳସେଚନ ପ୍ରକଳ୍ପ ରହିଛି। ବିହାର ଏବଂ ଆସାମ କ୍ରମାଗତ ଭାବେ ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବାରୁ ବନ୍ୟା ନିୟନ୍ତ୍ରଣ ଭିତ୍ତିଭୂମି ନିର୍ମାଣ ସହ ବନ୍ୟା ପରିଚାଳନା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରକଳ୍ପ ଲାଗି ଆର୍ଥତ୍କ ସହାୟତା ଯୋଗାଇଦିଆଯିବ।

ଗତବର୍ଷ ବନ୍ୟାରେ ହିମାଚଳପ୍ରଦେଶ ଅତ୍ୟଧିକ କ୍ଷତିଗ୍ରସ୍ତ ହୋଇଥିବାରୁ ପୁନଃନିର୍ମାଣ ଓ ପୁନର୍ବାସ ପାଇଁ ସହାୟତା ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସେହିପରି ଉତ୍ତରାଖଣ୍ଡ ଏବଂ ସିକିମ୍‌ ପ୍ରଳୟଙ୍କରୀ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବାରୁ ଏହି ୨ ରାଜ୍ୟକୁ ସହାୟତା ପାଇଁ ବଜେଟରେ ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri