ପାକିସ୍ତାନ ରକ୍ଷାମନ୍ତ୍ରୀଙ୍କ ଦାବି, ନୱାଜ ଶରିଫ ହେବେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୨।୭: ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ନେତା ଖାୱଜା ଆସିଫ କହିଛନ୍ତି ଯେ, ଦଳର ସର୍ବୋଚ୍ଚ ନେତା ନୱାଜ ଶରିଫ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ।
ନ୍ୟୁଜ ରିପୋର୍ଟ ଅନୁଯାୟୀ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ନୱାଜ ଶରିଫ କେବଳ ଫେରିବେ ନାହିଁ ବରଂ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ମଧ୍ୟ ହେବେ। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ନୱାଜ ଶରିଫଙ୍କ ଅଯୋଗ୍ୟତାକୁ ଗୁରୁତର ଅନ୍ୟାୟ ବୋଲି କହିଛନ୍ତି ଏବଂ ତାଙ୍କ ବିରୋଧରେ ଏପରି ନିଷ୍ପତ୍ତି ପ୍ରତ୍ୟାହାର କରାଯିବା ଉଚିତ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ପିଏମଏଲ-ଏନ ବିରୋଧୀ ବିବେଚିତ ଆଇନଜୀବୀ ତଥା ଆଇନ ବିଶେଷଜ୍ଞମାନେ ମଧ୍ୟ ଏହି ନିଷ୍ପତ୍ତି ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝେଲମରେ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା, ଘୋଷଣା ହେଲା Emergency

ନୂଆଦିଲ୍ଲୀ,୨୬।୪: ଶନିବାର ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ମୁଜାଫରାବାଦରେ ବନ୍ୟା ସତର୍କତା ଜାରି କରାଯାଇଛି। ପ୍ରକୃତରେ, ଶନିବାର ଅପରାହ୍ନରେ ଝେଲମ ନଦୀର ଜଳସ୍ତର ହଠାତ ବୃଦ୍ଧି...

ଦିବ୍ୟାଙ୍ଗ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ୧୫ ଦିନ ଧରି ଚାଲିଥିବା ନିଷ୍ଠା ବା ସମାନ ଓ ଅନ୍ତର୍ଭୁକ୍ତ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ଦାରିଙ୍ଗବାଡ଼ି ସରକାରୀ...

Pope Francisଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା...

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

କେନ୍ଦୁଝର,୨୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ବୋନାଯୋଡି ବୁଲାଣି ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ସାଇକେଲ...

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି...

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image