ଆଜି ପାକିସ୍ତାନରେ ମତଦାନ, ଚତୁର୍ଥ ଥର ଲାଗି ପ୍ରଧାନମନ୍ତ୍ରୀ ହେବେ ନଓ୍ବାଜ ଶରିଫ?

ଇସଲାମାବାଦ,୮।୨: ପାକିସ୍ତାନରେ ସାଧାରଣ ନିର୍ବାଚନ ଲାଗି ଗୁରୁବାର ମତଦାନ ହେଉଛି। ଏମିତିରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ତାକୁ ନେଇ ଏବେଠାରୁ ଚର୍ଚ୍ଚା ଜୋର ଧରିଛି। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ମୁସଲିମ ଲିଗର ପ୍ରାର୍ଥୀ ନୱାଜ ଶରିଫଙ୍କୁ ସେନାର ସମର୍ଥନ ରହିଛି। ଏଣୁ ଏଥର ପୁଣି ପ୍ରଧାନମନ୍ତ୍ରୀ ହୋଇପାରନ୍ତି ।

ତେହରିକ ଏ ଇନସାଫର ପ୍ରାର୍ଥୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମରାନ୍‌ ଖାନ୍‌ ଜେଲରେ ଥିବା କାରଣରୁ ଶରିଫଙ୍କ ପାକିସ୍ତାନ ମୁସଲିମ୍‌ ଲିଗ୍‌-ନଓ୍ବାଜ୍‌(ପିଏମ୍‌ଏଲ୍‌-ଏନ୍‌) ଦଳ ସବୁଠାରୁ ବଡ଼ ଦଳରେ ପରିଣତ ହୋଇପାରେ। କାରଣ ବିପକ୍ଷରେ ଥବା ତେହରକ ଇ ଇନସାଫର ପ୍ରାର୍ଥୀ କେବଳ ନାମକୁ ମାତ୍ର ନିର୍ବାଚନ ଲଢ଼ୁଛନ୍ତି ।

ଏଣୁ ଗୁରୁବାର ହେବାକୁ ଥିବା ମତଦାନରେ ୭୪ ବର୍ଷୀୟ ଶରିଫଙ୍କ ନଜର ରେକର୍ଡ ୪ର୍ଥ ଥର ଲାଗି ପ୍ରଧାନମନ୍ତ୍ରୀ ହେବା ଉପରେ ରହିବ। ଏହି ନିର୍ବାଚନରେ ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାୱଲ ଭୁଟ୍ଟୋ ଜର୍ଦାରୀ ମଧ୍ୟ ପ୍ରାର୍ଥୀ ଅଛନ୍ତି। ହେଲେ ସେ ଏତେଟା ଉତ୍ସାହିତ ନାହାନ୍ତି । ସେନାର ଅଦୃଶ୍ୟ ସମର୍ଥନ ଶ ରିଫଙ୍କ ସହ ରହିଛି। ନୱାଜଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗ ଓ ମାମଲା ହଠାତ୍‌ ଗତବର୍ଷ ଉଭେଇ ବି ଯାଇଛି। ତେଣୁ ନୱାଜ ସରିଫ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଏକରକମ ହେବା ନିଶ୍ଚିତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର...

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ...

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ...

ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!

ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ...

ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ କିଙ୍ଗ୍‌ ଚାଲର୍‌ସଙ୍କୁ ସିନେଟରଙ୍କ ଦୁର୍ବ୍ୟବହାର

ମେଲ୍‌ବୋର୍ନ,୨୨ା୧୦ : ବ୍ରିଟେନ ରାଜା ଚାଲର୍‌ସ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟକୁ ଯାଇଥିବାବେଳେ ସେଠାରେ ଲିଡିଆ ଥୋର୍ପେ ନାମ୍ନୀ ଜଣେ ସ୍ବାଧୀନ ସିନେଟର ତାଙ୍କୁ ଅପମାନିତ କରିଛନ୍ତି। କିଙ୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri