ପାକିସ୍ତାନରେ ବର୍ଷା ବିତ୍ପାତ: ୮୬ ମୃତ, ୧୫୧ ଆହତ

ଇସଲାମାବାଦ,୧୧।୭: ପ୍ରବଳ ବର୍ଷା ପୁଣି ଥରେ ପାକିସ୍ତାନରେ ବିପଦ ସୃଷ୍ଟି କରୁଛି। ବନ୍ୟା ପରି ପରିସ୍ଥିତି ଉପୁଜିଛି। ଏଭଳି ପରିସ୍ଥିତିରେ ପଡୋଶୀ ଦେଶ ବହୁ ପରିମାଣରେ କ୍ଷତିଗ୍ରସ୍ତ ହେଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନ୍‌ଡିଏମ୍‌ଏ)ର ଏକ ରିପୋର୍ଟ ଅନୁଯାୟୀ, ଜୁନ ୨୫ତାରିଖରୁ ମୌସୁମୀ ବର୍ଷା ଯୋଗୁ ୮୬ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଅନ୍ୟ ୧୫୧ ଜଣ ଆହତ ହୋଇଛନ୍ତି।

ପାକିସ୍ତାନସ୍ଥିତ ଆର୍‌ଏ ନ୍ୟୁଜ ଅନୁଯାୟୀ, ଏନ୍‌ଡିଏମ୍‌ଏ ରିପୋର୍ଟରେ କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ପାକିସ୍ତାନରେ ପ୍ରବଳ ବର୍ଷା ହେତୁ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ ଜଣ ଆହତ ହୋଇଛନ୍ତି। ଏହା ସହିତ ପ୍ରବଳ ବର୍ଷା ଯୋଗୁ ୯୭ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ସର୍ବାଧିକ ସଂଖ୍ୟକ ଲୋକ ପଞ୍ଜାବର, ଯେଉଁଠାରେ ପ୍ରବଳ ବର୍ଷା ହେତୁ ୫୨ ଜଣଙ୍କର ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ପ୍ରତିଷ୍ଠା ଦିବସ: ୫ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସ୍‌ପି

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଛତ୍ରପୁର ପୋଲିସ ପଡ଼ିଆଠାରେ ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ...

ଡେବ୍ୟୁ ମ୍ୟାଚ୍‌ରେ ରେକର୍ଡ ବର୍ଷା କଲେ ଅଶ୍ୱିନୀ କୁମାର: ପ୍ରଥମ ବଲ୍‌ରେ ମିଳିଲା ଉଇକେଟ୍‌

ମୁମ୍ବାଇ,୧।୪: ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଅଶ୍ୱିନୀ କୁମାର କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ତାଙ୍କ ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଅନେକ...

ହନୁମାନ ଚାଳିଶା ପାଠକରି ୧୪୦ କିଲୋମିଟର ଲମ୍ବା ପଦଯାତ୍ରାରେ ବାହାରିଲେ ଅନନ୍ତ ଅମ୍ବାନୀ

ମୁମ୍ବାଇ,୧।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ବର୍ତ୍ତମାନ ଦ୍ୱାରକାଧୀଶ ତୀର୍ଥଯାତ୍ରାରେ ଅଛନ୍ତି। ଅନନ୍ତ ଅମ୍ବାନୀ ୧୪୦ କିଲୋମିଟର ଲମ୍ବା...

ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍‌ଙ୍କୁ ସହ ଫଟୋ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ ହଟ୍‌ ଷ୍ଟର୍‌ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍‌ଅପ୍‌ ପରେ ମଲାଇକା ଜଣେ କ୍ରିକେଟର୍‌ଙ୍କ ପ୍ରେମରେ...

ନାଳରେ ପଡିଛି ଦନ୍ତାହାତୀର ମୃତଦେହ

ପାଲଲହଡ଼ା,୪।୧: ଅନୁଗୋଳ ଜିଲା ସଇଡ଼ା ପଞ୍ଚାୟତ ବିଜୁସାହି ନିକଟ ନାଳରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ...

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା

ଭୁବନେଶ୍ୱର, ୧ା୪: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଏକ ଐତିହାସିକ ଘଟଣା ଯାହା ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ସମ୍ପନ୍ନ ହୋଇଥିଲା। ଏହା ଭାରତର...

ଭଞ୍ଜନଗରରେ ଉତ୍କଳ ଦିବସ ପାଳନ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭଞ୍ଜନଗର,୧।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳନ ହୋଇଯାଇଛି। ସକାଳେ ସହରର ବିଭିନ୍ନ ସ୍ଥାନରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image