ୟୁକ୍ରେନରୁ ଫେରିବା ପରେ ମୋଦିଙ୍କୁ ନିମନ୍ତ୍ରଣ ପଠାଇଲା ପାକିସ୍ତାନ, ଶେହବାଜ କହିଲେ…

ଇସଲାମବାଦ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାକିସ୍ତାନ ପଠାଇଛି ନିମନ୍ତ୍ରଣ। କାଉନସିଲ ଅଫ ହେଡସ ଅଫ ସରକାରୀ (ସିଏଚଜି) ବୈଠକରେ ଯୋଗ ଦେବାକୁ ପାକିସ୍ତାନରେ ନିମନ୍ତ୍ରଣ କରିଛି। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମାବାଦରେ ଏହି ବୈଠକ ଅନୁଷ୍ଠିତ ହେବ ଏବଂ ଏଥିରେ ଚାଇନା ଯୋଗଦେବାର ଆଶା ରହିଛି। ଏଥିରେ ଯୋଗଦେବାକୁ ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ନେତାମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

ତେବେ ପ୍ରଧାନମନ୍ତ୍ରୀ ମୋଦି ଏପର୍ଯ୍ୟନ୍ତ ନିମନ୍ତ୍ରଣ ଗ୍ରହଣ କରିନାହାନ୍ତି। ଯଦି ସେ ଏହାକୁ ଗ୍ରହଣ କରନ୍ତି ତେବେ ସେ ଏଥିରେ ଭାଗ ନେବାକୁ ଯିବେ ବୋଲି ଆଶା କରାଯାଉ ନାହିଁ। ମୋଦି ଏହି ବୈଠକ ପାଇଁ ଜଣେ ଭାରତୀୟ ପ୍ରତିନିଧୀଙ୍କୁ ପଠାଇବେ ନା ଏହି ବୈଠକକୁ ବୟକଟ କରିବେ ତା’ ନେଇ ଚର୍ଚ୍ଚା ଲାଗି ରହିଛି।

ଏଭଳି ପରିସ୍ଥିତିରେ ଭାରତ କେବଳ ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କୁ ପାକିସ୍ତାନରେ ହେବାକୁ ଥିବା ସିଏଚଜି ବେଠକରେ ଯୋଗଦେବାକୁ ପଠାଯାଇପାରେ। କିନ୍ତୁ ସେ ପାକିସ୍ତାନ ଯିବା ପରିବର୍ତ୍ତେ ଏହାକୁ ଭର୍ଚୁଆଲ ମାଧ୍ୟମରେ ଅଂଶଗ୍ରହଣ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। କାରଣ ଜମ୍ମୁ-କଶ୍ମୀରରେ କିଛି ସମୟ ଧରି ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ପୂର୍ବ ଅପେକ୍ଷା ଅଧିକ ତିକ୍ତ ହୋଇପଡ଼ିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri