କୋଲକାତା କାଣ୍ଡ ଉପରେ ସୋସିଆଲ ମିଡିଆରେ କବିତା ଶେୟାର କରିବା ପାକିସ୍ତାନୀ ମହିଳା ବ୍ଲଗର୍‌ଙ୍କୁ ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ ,୩୦।୮: କୋଲକାତା ବଳାତ୍କାର ମାମଲା ପରେ ପାକିସ୍ତାନୀ ମହିଳା ବ୍ଲଗର୍‌ ସୋସିଆଲ ମିଡିଆରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ବିଷୟରେ କବିତା ଲେଖିବା ମହଙ୍ଗା ପଡିଛି। ନିନ୍ଦା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ପାକିସ୍ତାନ ଦଖଲ କରିଥିବା କଶ୍ମୀର ପିଓକେରେ ରହୁଥିବା ବ୍ଲଗର୍‌ ଆସମା ବତୁଲ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଉପରେ ସଲମାନ ହାଇଦରଙ୍କ କବିତା ଶେୟାର କରିଥିଲେ। ସାସିଆଲ ମିଡିଆରେ ଲେଖିଛନ୍ତି, ଖୁଦା, ଭଗବାନ କିମ୍ବା ଇଶ୍ୱର, ସମସ୍ତେ ଉପସ୍ଥିତ ଥିଲେ, ଯେତେବେଳେ ବଳାତ୍କାର ହୋଇଥିଲା। ଫେସବୁକ ବ୍ୟତୀତ ସେ ଇନଷ୍ଟାଗ୍ରାମ ପୋଷ୍ଟରେ ଆଉ ଏକ କବିତା ଶେୟାର କରିଥିଲେ। ଏହା ପରେ ଅନେକ ଧର୍ମଗୁରୁ ଆସମାଙ୍କୁ ଆହ୍ଲାଙ୍କୁ ଅପମାନିତ କରିଥିବା ଅଭିଯୋଗ କରିଥିଲେ। ତାଙ୍କ ବିରୋଧରେ ଏକ ମାମଲା ମଧ୍ୟ ପଞ୍ଜିକୃତ ହୋଇଥିଲା। ପରେ ପୋଲିସ ତାଙ୍କୁ ନିନ୍ଦା ଅଭିଯୋଗରେ ଗିରଫ କରିଥିଲା।

ଏହି ଘଟଣା ପରେ ତାଙ୍କ ଘର ଏକ ଉପରେ ଆକ୍ରମଣ କରାଯାଇଥିଲଶ। ଯାହାର କିଛି ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ଏଥିରେ କେତେକ ଧର୍ମଗୁରୁ ମଧ୍ୟ ନଜର ଆସିଛନ୍ତି। ଆସମାଙ୍କ ପରିବାର ପୋଲିସକୁ ଅଭିଯୋଗ କରିଛନ୍ତି। ପୀଡିତା କହିଛନ୍ତି ଯେ ତାଙ୍କୁ ମୃତ୍ୟୁ ଧମକ ଦିଆଯିବା ସହ ଘରେ ନିଆଁ ଲଗାଇବାକୁ ଉଦ୍ୟମ କରାଯାଇଥିଲା। ଏହି ସମୟରେ କିଛି ଲୋକ ବ୍ଲଗର୍‌ ଆସମାଙ୍କ ସପକ୍ଷରେ ଅଛନ୍ତି । ସେମାନେ ତାଙ୍କୁ ମୁକ୍ତ କରିବାକୁ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଅଣ୍ଡର ଓ୍ବେୟାରକୁ ନେଇ ଏମିତି ଗାଇଡ ଲାଇନ ଜାରି କଳା ଏୟାର ଲାଇନ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ, ୧୮।୯: ଆମେରିକାର ଡେଲଟା ଏୟାରଲାଇନ୍ସ ଅନ୍ତବସ୍ତ୍ର ବା ଅଣ୍ଡର ଓ୍ବେୟାରକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ଏହି ଦୁଇ ପୃଷ୍ଠାର ଗାଇଡଲାଇନ ବାହାରିବା...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri