Posted inଖେଳ

ଲାଇଭ୍‌ ମ୍ୟାଚ୍‌ରେ କ୍ରିକେଟର୍‌ଙ୍କ ଚିରିଗଲା ପ୍ୟାଣ୍ଟ୍‌

ରାଉଲପିଣ୍ଡି,୮।୩: ପାକିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ରାୱଲପିଣ୍ଡିରେ ଖେଳାଯାଉଛି। ଓପନର୍‌ ଇମାମ-ଉଲ-ହକ (୧୫୭) ଏବଂ ଅଜହର ଅଲି (୧୮୫)ଙ୍କ ଚମତ୍କାର ବ୍ୟାଟିଂ ଆଧାରରେ ପାକିସ୍ତାନ ୪୭୬ରେ ନିଜର ପ୍ରଥମ ଇନିଂସ ଘୋଷଣା କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ଭଲ ବ୍ୟାଟିଂ କରି ୭ ଉଇକେଟ ହରାଇ ୪୪୯ ରନ୍‌ କରିଛି। ମ୍ୟାଚର ଚତୁର୍ଥ ଦିନରେ ଏକ ମଜାଳିଆ ଘଟଣା ଦେଖିବାକୁ ମିଳିଥିଲା। ଜଣେ ବଦଳ ଫିଲ୍ଡର ଭାବରେ ଫିଲ୍ଡିଂ କରୁଥିବାବେଳେ ବେଳେ ପାକିସ୍ତାନୀ ଖେଳାଳି ଶାନ ମାସୁଦଙ୍କ ପ୍ୟାଣ୍ଟ ଚିରି ଯାଇଥିଲା। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ଦେଖି ଲୋକେ ମଜାଳିଆ କମେଣ୍ଟ ଦେଇଥିଲେ।
ଅଷ୍ଟ୍ରେଲିଆ ଇନିଂସର ୧୨୩ ତମ ଓଭରରେ ଏହି ଘଟଣା ଘଟିଥିଲା। ନୌମାନ ଅଲି ବୋଲିଂ କରୁଥିଲେ। ଅଷ୍ଟ୍ରେଲୀୟ ଉଇକେଟ କିପର ଆଲେକ୍ସ କେରି ନୌମାନଙ୍କ ଏହି ଓଭରର ପଞ୍ଚମ ବଲରେ ଓଲଟା ସୁଇପ ଖେଳିଥିଲେ। ବଲ ପଏଣ୍ଟ ଆଡକୁ ଗଲା, ଫିଲ୍ଡର ଶାନ ମାସୁଦଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ସୀମାରେ ରଖାଯାଇଥିବା ବ୍ୟାନରରେ ବଲ୍‌ ରୋକିବାବେଳେ ମାସୁଦଙ୍କ ପ୍ୟାଣ୍ଟ ଚିରିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅର୍ଜୁନ ତେନ୍ଦୁଲକରଙ୍କ ଉପରେ ହେବ ଟଙ୍କା ବର୍ଷା! ଆଇପିଏଲ୍‌ ପୂର୍ବରୁ କଲେ ଚମତ୍କାର…

ନୂଆଦିଲ୍ଲୀ,୧୪।୧୧: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଏପର୍ଯ୍ୟନ୍ତ ଆଇପିଏଲରେ କିଛି ବିଶେଷ କରିପାରି ନାହାଁନ୍ତି। ତାଙ୍କୁ ମଧ୍ୟ କମ ସୁଯୋଗ ମିଳିଛି। ଅର୍ଜୁନ...

ସେ ମୋ ରୁମ୍‌କୁ ଆସି ଏମିତି ଅନୁରୋଧ କରିଥିଲେ, ମ୍ୟାଚ୍‌ ପରେ ତିଳକ ବର୍ମାଙ୍କ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର

ସେଞ୍ଚୁରିୟନ୍‌,୧୪।୧୧: ତୃତୀୟ ଟି-୨୦ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୧୧ ରନରେ ପରାସ୍ତ କରିଛି। ଟିମ ଇଣ୍ଡିଆର ବିଜୟର ସବୁଠାରୁ ବଡ ହିରୋ ଥିଲେ ତିଲକ...

ଅନ୍ୟ ଦେଶ ପାଇଁ ଖେଳିବେ ଶିଖର ଧାଓ୍ବନ୍‌! ପୁଣି ମଇଦାନ ବର୍ଷିବ ଚୌକା-ଛକା

ନୂଆଦିଲ୍ଲୀ,୧୪।୧୧: କ୍ରିକେଟ ଛାଡିବାକୁ ଗବର୍‌ ଅର୍ଥାତ୍‌ ଶିଖର ଧାୱନଙ୍କର ଇଚ୍ଛା ନାହିଁ। ଚଳିତ ବର୍ଷ ସେ ଅଗଷ୍ଟ ମାସରେ ଅନ୍ତର୍ଜାତୀୟ କ୍ରିକେଟ ସହିତ ବିଦାୟ ନେଇଥିଲେ,...

ତିଳକ ବର୍ମାଙ୍କ ଆଇପିଏଲ୍‌ ଦରମା ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୧୪।୧୧:ଅଗଷ୍ଟ ୨୦୨୩ରେ ତିଲକ ବର୍ମା ଭାରତ ପାଇଁ ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ଡେବ୍ୟୁ କରିବାର ଏକ ବର୍ଷ ପରେ ମଧ୍ୟ ସେ ଦୀର୍ଘ...

ଭାରତୀୟ ବ୍ୟାଟରଙ୍କ ଧୂଆଁଧାର ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୨୧୯ ରନ୍‌

ସେଞ୍ଚୁରିଅନ୍‌,୧୨ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମ ଅନ୍ତର୍ଜାତୀୟ ଶତକ ହାସଲ କରିଛନ୍ତି ତିଳକ ବର୍ମା। ତାଙ୍କ ଶତକ ବଳରେ ଭାରତ ପ୍ରଥମେ...

ସୂର୍ଯ୍ୟକୁମାରଙ୍କୁ ଡାଇରେକ୍ଟ ମେସେଜ ଦେଲେ ମହମ୍ମଦ ରିଜୱାନ…

ନୂଆଦିଲ୍ଲୀ,୧୩।୧୧: ଭାରତୀୟ କ୍ରିକେଟ ଟିମକୁ ପାକିସ୍ତାନ ପଠାଇବା ପାଇଁ ଭାରତ ସରକାର ମନା କରିଦେବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ପାକିସ୍ତାନ...

ବେଦାନ୍ତର କଳିଙ୍ଗ ଲାନ୍ସର୍ସ ଏଚଆଇଏଲ ୨୦୨୪ ରେ ନିଜର ଶ୍ରେଷ୍ଠ ଖେଳ ପ୍ରଦର୍ଶନ ପାଇଁ ପ୍ରସ୍ତୁତ

ଭୁବନେଶ୍ୱର,୧୩।୧୧: ସାତ ବର୍ଷର ବ୍ୟବଧାନ ପରେ ବହୁ ପ୍ରତୀକ୍ଷିତ ହକି ଇଣ୍ଡିଆ ଲିଗ୍ ଶୁଭାରମ୍ଭ ଅବଶରରେ ବେଦାନ୍ତର କଳିଙ୍ଗ ଲାନ୍ସର୍ସ ଏକ ଶକ୍ତିଶାଳୀ ଲାଇନ୍ଅପ୍ ତଥା...

କ୍ରିକେଟରଙ୍କୁ ପୁଣି ମିଳିଲା ଖୁସିଖବର, ପାକିସ୍ତାନରେ ଉତ୍ସବର ମାହୋଲ

ଇସଲାମାବାଦ,୧୩।୧୧: ପାକିସ୍ତାନ କ୍ରିକେଟର ଶାହୀନ ଶାହା ଆଫ୍ରିଦିଙ୍କ ଲାଗି ଭଲ ଦିନ ଫେରିଛି। ଏହି ଦ୍ରୁତ ବୋଲର ପୁଣି ଥରେ ଦିନିକିଆ ର଼୍ୟାଙ୍କିଂର ଶୀର୍ଷରେ ପହଞ୍ଚିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri