ଭକ୍ତଙ୍କୁ ପଞ୍ଚଲିଙ୍ଗେଶ୍ୱର ମନା 

ନୀଳଗିରି,୨୭।୦୯(ପ୍ରଶାନ୍ତ କୁମାର ବିଶ୍ବାଳ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷାର ପ୍ରଭାରେ ଧନ ଜୀବନ ଅସ୍ତବ୍ୟସ୍ତ  ହୋଇପଡ଼ିଛି। ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର ପ୍ରଶିଦ୍ଧ ଶୈବପିଠ ନୀଳଗିରି ଉପଖଣ୍ଡର ପଞ୍ଚଲିଙ୍ଗେଶ୍ବର ପୂଜା ମଣ୍ଡପ ଉପରେ ପାହାଡର ଝରଣା ପାଣି ସୁଅ ଛୁଟିଛି। ଏହା ସହ  ଦେବଗିରି ପାହାଡ଼ର ୪ଫୁଟ ଉଚ୍ଚର ଝରଣା ପାଣିର ପ୍ରଖର ସ୍ରୋତ ଆସି ଶୈବପୀଠ ସ୍ଥଳି ଓ ପୂଜା ମଣ୍ଡପର ଦୀପ ଜାଳିବା ସ୍ଥାନରେ ଲହଡ଼ି ଭାଙ୍ଗୁଛି।
ତେବେ ପାଣିର ସ୍ରୋତ ଏତେ ପ୍ରଖର ଯେ ପଥର ଖୋଲ ମଧ୍ୟରେ ଆବିର୍ଭୂତ ହୋଇଥିବା ପାଞ୍ଚଟି ଲିଙ୍ଗଙ୍କୁ ଭକ୍ତ ଓ ପର୍ଯ୍ୟଟକ ସ୍ପର୍ଶ କରିବା କିଛି ସମୟ ଯାଏ ବନ୍ଦ ରଖାଯାଇଛି।
ଗୁରୁବାର ସାରେ ପାଣିର ସ୍ରୋତ ଏତେ ପ୍ରଖର ଥିଲା ଯେ, ସେଠାରେ ଛିଡା ହୋଇ ସା ଆଳତୀ କରିବା ମଧ୍ୟ କଷ୍ଟକର ହୋଇପଡ଼ିଥିଲା। ଯେଉଁସ୍ଥାନରେ ଭକ୍ତମାନେ ଛିଡ଼ା ହୋଇ ବାବାଙ୍କୁ ପୂଜାର୍ଚ୍ଚନା କରନ୍ତି, ସେହି ଚଟାଣରେ  ପାଣି ଲହଡ଼ି ଭାଙ୍ଗୁଥିବା  ସହ ବାଡା ଗୁଡିକ ଦହଲି ଯାଇଥିବା ଦେଖିବାକୁ ମିଳିଛି। ଫଳରେ ବାବାଙ୍କୁ ସ୍ପର୍ଶ କରି ଦର୍ଶନ କରିବାକୁ ଭକ୍ତଙ୍କୁ ବାରଣ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ...

ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ...

ପାଇନ୍‌ ବଣରୁ ମିଳିଲା ଶହ ଶହ କାଚ ବୋତଲ, ଚିନ୍ତାରେ ପରିବେଶବିତ୍‌

ଦାରିଙ୍ଗବାଡ଼ି,୨୭ା(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡ଼ିର...

ହଷ୍ଟେଲରୁ ମିଳିଲା ଫାର୍ମାସୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ଼ ନୋଟରେ…

ବ୍ରହ୍ମପୁର,୨୭।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ପୋଲିସ ଶୁକ୍ରବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକ ଜଣଙ୍କ ପୁରୀ ଜିଲା କୃଷ୍ଣପ୍ରସାଦ...

ବିଶ୍ୱ ପର୍ଯ୍ୟଟନ ଦିବସ: ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା-ପ୍ରଶାସନ

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଏଥିପାଇଁ ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡିର...

କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍‌ରେ ବର୍ଷା ବାଧା

ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ...

ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ...

ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri