Posted inVideo

Papu Pom Pom makes fun of Ranu Mondal | ରାନୁ ମଣ୍ଡଳଙ୍କୁ କମେଡି କରି ଫସିଲେ ପପୁ ପମ୍‌ପମ୍‌

Featured Video Play Icon

Just a few days after hurling sexist slurs on sprint queen Dutee Chand, comedian Papu Pom Pom landed himself in soup after imitating social media singing sensation Ranu Mondal. Supposedly in a TikTok video that has gone viral on social media, Papu can be seen donning a woman’s attire and lip-syncing her song ‘Teri Meri Kaahani’ that she recorded for Himesh Reshammiya

ପୁଣି ବିବାଦ ଘେରରେ ଓଲିଉଡର ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ଓରଫ ତତ୍ତ୍ବ ପ୍ରକାଶ। ନିଜର ନୂଆ ସିନେମାର ପୋଷ୍ଟରକୁ ନେଇ ପପୁ ଯେଉଁ ବିବାଦର ସାମ୍ନା କରିଥିଲେ ସେଥିରୁ ସମ୍ପୁର୍ଣ୍ଣ ମୁକୁଳିନଥିବାବେଳେ ଏବେ ପୁଣି ଥରେ ଆଉ ଏକ ଅଡୁଆ ସୂତାରେ ଛନ୍ଦି ହୋଇଯାଇଛନ୍ତି ଏହି ହାସ୍ୟ ଅଭିନେତା। ବର୍ତ୍ତମାନ ସମୟରେ ଯେଉଁ ମହିଳାଙ୍କୁ ନେଇ ଏବେ ସବୁଠୁ ଅଧିକ ଚର୍ଚ୍ଚା ହେଉଛି ତଥା ସୋସିଆଲ ମିଡିଆରେ ସେନସେସନ୍ ପାଲଟିଥିବା ରାନୁ ମଣ୍ଡଳଙ୍କୁ ମଧ୍ୟ ନକଲ କରିବାକୁ ପଛାଇ ନାହାଁନ୍ତି ପପୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri