ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ପାରାଦୀପ ବନ୍ଦରରେ ନିର୍ମାଣ ହେବ ଓ୍ବେଷ୍ଟର୍ଣ୍ଣ ଡକ୍‌। ନବୀକରଣ ଓ ବିଶ୍ୱସ୍ତରୀୟ ପାଇଁ ଖର୍ଚ୍ଚ ହେବ ୩ ହଜାର କୋଟି ଟଙ୍କା। ଏ ନେଇ ବୁଧବାର ସୂଚନା ଦେଇଛନ୍ତି ଜାହାଜ ଚଳାଚଳ ମନ୍ତ୍ରୀ ମନସୁଖ ମଣ୍ଡଭିୟ।

ସେ କହିଛନ୍ତି ଯେ, କମ୍‌ ସମୟରେ ଅଧିକ ମାଲ ପରିବହନ ପାଇଁ ବଡ଼ ଜାହାଜ ନିର୍ମାଣ ଚାଲିଛି। ସେସବୁ ଜାହାଜ ଆମ ବନ୍ଦରରେ ଥିବା ଡକ୍‌ ଭିତରକୁ ଆସିପାରୁନି। ବଡ଼ ଜାହାଜ ଆଣିବାକୁ ଭାରତକୁ ବଡ଼ ବନ୍ଦର ଓ ଡକ୍‌ ଦରକାର। ନବୀକରଣ ପରେ ପାରାଦୀପ ବନ୍ଦରକୁ ସେସବୁ ଜାହାଜ ଆସିପାରିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍‌ ଗ୍ୟାରେଜରେ ବିଦ୍ୟୁତ୍‌ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର...

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…

ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ...

ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ

ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ...

ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା

ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା...

ଆଇଏମଡି କଲା ଆଲର୍ଟ: ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧।୧୧: ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏନେଇ ଆଲର୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ପାଣିପାଗ ବିଭାଗନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ...

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri