ପରମେଶ୍ୱର ପୂର୍ବତଟ ରେଳପଥର ମହାପ୍ରବନ୍ଧକ

ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆର୍‌ଏମ୍‌ଏସ୍‌ ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଆଇଆଇଟି କାନପୁରର ଛାତ୍ର ଥିଲେ ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା ୧୯୮୮ ବ୍ୟାଚ୍‌ ଅଧିକାରୀ । ସେ ଡିଆର୍‌ଏମ୍‌ଏସ୍‌, ଅହମ୍ମଦାବାଦ ଏଡିଆର୍‌ଏମ୍‌, ଆର୍‌ଆର୍‌ବି ଅଧ୍ୟକ୍ଷ ଏବଂ ଆର୍‌ଡିଏସ୍‌ଓ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଛନ୍ତି । ପୂର୍ବତଟ ରେଳପଥରେ ନିଯୁକ୍ତି ପାଇବା ପୂର୍ବରୁ ସେ ପଶ୍ଚିମ ରେଳପଥ ମୁମ୍ବାଇରେ ପ୍ରିନ୍ସିପାଲ ଚିଫ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟକରୁଥିଲେ।
ଆର୍‌ଡିଏସ୍‌ଓରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବେଗ ବୃଦ୍ଧି କରିବା ପାଇଁ ଟ୍ରାକ୍‌ ଏବଂ ବ୍ରିଜ୍‌ କ୍ଷେତ୍ରରେ ଅଭିନବ ଜ୍ଞାନକୌଶଳ ପ୍ରଚଳନ କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ରେଲୱେ ଇଞ୍ଜିନିୟରିଂ ବ୍ୟତୀତ ମାନବ ସମ୍ବଳ କାର୍ଯ୍ୟ, ଗବେଷଣା ଏବଂ ଡିଜାଇନ ଏବଂ ସାଧାରଣ ପ୍ରଶାସନରେ ତାଙ୍କର ବିପୁଳ ଅଭିଜ୍ଞତା ରହିଛି । ଟ୍ରାକ୍‌, ବ୍ରିଜ୍‌ ଏବଂ ପରିବେଶ ଇଞ୍ଜିନିୟରିଂ ଉପରେ ସେ ଅନେକ ଗବେଷଣା ପତ୍ର ଅନ୍ତର୍ଜାତୀୟ ପତ୍ରିକାରେ ପ୍ରକାଶ କରିଛନ୍ତି। ଚାଇନାର ବେଜିଂ, କାନାଡାର କାଲଗରୀ ଏବଂ ନୂଆଦିଲ୍ଲୀରେ ଅନୁଷ୍ଠିତ ଇଣ୍ଟରନ୍ୟାଶନାଲ ହେଭି ହଲ୍‌ ଆସୋସିଏସନ (ଆଇଏଚ୍‌ଏଚ୍‌ଏ) ସମ୍ମିଳନୀରେ ସେ ରିସର୍ଚ୍ଚ ପେପର ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି

ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର।...

ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ

ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ...

‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍‌ଫିଲ୍ଡ (ଆର୍‌ଇ)ର ପ୍ରି-ଓନ୍‌ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ...

ଜୟଆଲୁକ୍କାସ୍‌ର ଏନ୍‌ଆର୍‌ଆଇ ସୁନା ଫେଷ୍ଟ

ଭୁବନେଶ୍ୱର,୧୮।୧୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ ଜୁଏଲର୍ସର ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଏନ୍‌ଆର୍‌ଆଇ ସୁନା ଫେଷ୍ଟ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ନିବେଶକ ହରାଇଲେ ୨ ଲକ୍ଷ କୋଟି

ମୁମ୍ବାଇ,୧୮।୧୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାର୍କେଟ କାରବାର ଉପରେ ପଡୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର...

ଟ୍ରେଣ୍ଡ୍‌ସର ଏଣ୍ଡ ଅଫ୍‌ ଦି ସିଜନ ସେଲ୍‌

ମୁମ୍ବାଇ,୧୭।୧୨ (ଅଭୟ ଦାଶ): ରିଲାଏନ୍ସ ଗ୍ରୁପର ପ୍ରମୁଖ ସଂସ୍ଥା ତଥା ରିଲାଏନ୍ସ ରିଟେଲର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଟ୍ରେଣ୍ଡସର ବହୁ ପ୍ରତୀକ୍ଷିତ ‘ଏଣ୍ଡ ଅଫ୍‌ ଦି...

ମୋବାଇଲ ରପ୍ତାନିରେ ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୧୭ା୧୨(ଅନୁରାଧା ମହାରଣା): ଭାରତରୁ ସ୍ମାର୍ଟଫୋନ ରପ୍ତାନି ଗୋଟିଏ ମାସରେ ପ୍ରଥମ ଥର ପାଇଁ ୨୦,୦୦୦ କୋଟି ଟଙ୍କା ଅତିକ୍ରମ କରି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। କମ୍ପାନୀଗୁଡିକ...

ଟିକସ ଆଦାୟରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୧୬।୧୨ (ଅଭୟ ଦାଶ): ଦେଶର ଅର୍ଥ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ନୂଆ ନିୟମ ଓ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହା ଫଳରେ ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri