ଶିକ୍ଷକଙ୍କୁ ତାଲା ପକାଇଲେ ଅଭିଭାବକ

ନୀଳଗିରି,୨୯।୬: ବାଲେଶ୍ୱର ଜିଲା ନୀଳଗିରି ଥାନା ରାଉଳଖୁଣ୍ଟା ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ପ୍ରତିବାଦରେ ଶନିବାର ସ୍କୁଲରେ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଅଭିଭାବକ ଆନ୍ଦୋଳନ କରିଛନ୍ତି।

ବାରମ୍ବାର ଦାବି ସତ୍ତ୍ୱେ ସ୍କୁଲ ପରିସର ଅପରିଷ୍କାର ରହୁଥିଲା। ଏନେଇ ଅଭିଭାବକଙ୍କ ମହଳରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକମାନେ ସ୍କୁଲରେ ପହଞ୍ଚି ସ୍କୁଲ ପରିସର ସଫା ସୁତୁରା ରଖିବା ସହ ଅନ୍ୟ ସବୁ ସମସ୍ୟାନ ସମାଧାନ କରିବାକୁ ଦାବି କରିଥିଲେ। ଏପରିକି ପ୍ରତିବାଦ ସ୍ବରୁପ ସ୍କୁଲରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଲା ପକାଇ ଦେଇଥିଲେ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଘଟଣାସ୍ଥଳରେ କୌଣସି ଅଧିକାରୀ ପହଞ୍ଚି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍‌

ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...

ଜଙ୍ଗଲରୁ ଉଦ୍ଧାର ହେଲା ଶିଶୁକନ୍ୟା

ମାଲକାନଗିରି,୧।୭: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଜଙ୍ଗଲରୁ ସୋମବାର ଜଣେ ଦିବ୍ୟାଙ୍ଗ ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ଶିଶୁକନ୍ୟାଙ୍କୁ ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି...

କଟାମୁଣ୍ଡ ଧରି ଗାଁ ବୁଲିଲା ଅଭିଯୁକ୍ତ ନାତି

ଟେନସା,୧।୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri