ପରୀ ହତ୍ୟାକାଣ୍ଡ ଘଟଣା: ମା’ ବାପାଙ୍କୁ ଆକ୍ରମଣ କରି ୧୪ ଗିରଫ

ନୟାଗଡ଼ ଅଫିସ,୨୬।୧୦: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁର ଗାଁରେ ଘଟିଥିବା ପରୀ ହତ୍ୟାକାଣ୍ଡ ଧୀରେଧୀରେ ବିବାଦୀୟ ହୋଇଚାଲିଛି। ଏଭଳିସ୍ଥଳେ ମୃତ ପରୀଙ୍କ ମା’ ବାପାଙ୍କୁ ଆକ୍ରମଣ କରିଥିବା ୧୪ ଆକ୍ରମଣକାରୀ ଗିରଫ ହୋଇଛନ୍ତି। ନୟାଗଡ଼ ସଦର ଥାନା ପୋଲିସ ୧୨ ଓ ଟାଉନ ଥାନା ପୋଲସି ୨ ଜଣଙ୍କୁ ଗିରଫ କରିଛି । ପରୀ ହତ୍ୟାକାଣ୍ଡ ସମ୍ପର୍କରେ ଖେଳସାଥୀଙ୍କୁ ପଚାରିବାକୁ ନେଇ ପରୀଙ୍କ ବାପା ଅଶୋକ ସାହୁ ଓ ମା’ ସୌଦାମିନିଙ୍କୁ ଗତ ୨୧ ତାରିଖରେ ଘରେ ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଲୟରେ କିଛିଲୋକ ଆକ୍ରମଣ କରିଥିଲେ।
ସୂଚନାଯୋଗ୍ୟ, ପ୍ରାୟ ୪ ମାସ ତଳେ ପରୀ(୫)ଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଏଯାବତ୍‌ ହତ୍ୟାକାରୀଙ୍କୁ ପୋଲିସ ଚିହ୍ନଟ କରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩...

ସକାଳୁଆ ଅଫିସ ନିର୍ଦ୍ଦେଶକୁ ଅବମାନନା: ୧୦ଟାରେ ଖୋଲୁଛି ଆରଡବ୍ଲୁଏସଏସ, ଆରଡି ଅଫିସ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦେଖି ସରକାର ବୁଧବାର (ଆଜି ଠାରୁ) ବିଦ୍ୟାଳୟ ଓ କଲେଜ ଗୁଡିକ ବନ୍ଦ ଘୋଷଣା କରିଛନ୍ତି। ଯେଉଁଠି ପରୀକ୍ଷା ଚାଲିଛି...

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା...

ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି।...

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି।...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image