Posted inଜାତୀୟ

‘୧୪୦ କୋଟି ଦେଶବାସୀଙ୍କ ସହଯୋଗ ନୂଆ ଯାତ୍ରାକୁ ସ୍ବତନ୍ତ୍ର କରିବ’, ଓମ ବିର୍ଲା

ନୂଆଦିଲ୍ଲୀ,୧୮।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ସଂସଦ ଭବନରେ ସ୍ବତନ୍ତ୍ର ଅଧିବେଶନ ଲୋକ ସଭା ଓ ରାଜ୍ୟ ସଭାରେ ଉତ୍ତେଜନା ସହିତ ଆରମ୍ଭ ହୋଇଥିଲା। ଏହି ସ୍ବତନ୍ତ୍ର ଅଧିବେଶନରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ସମେତ ଇଣ୍ଡିଆ ଆଲାଇନ୍ସର ସମସ୍ତ ନେତା ଉପସ୍ଥିତ ଅଛନ୍ତି। ଅନ୍ୟପକ୍ଷରେ, ଏହି ଅବସରରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସଂସଦର ସ୍ବତନ୍ତ୍ର ଅଧିବେଶନ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି।
ଲୋକ ସଭା ବାଚସ୍ପତି ଓମ ବିର୍ଲା ଏକ୍ସରେ ଲେଖିଛନ୍ତି ଯେ ସୋମବାଠାରୁ ଆରମ୍ଭ ହେବାକୁ ଥିବା ଲୋକ ସଭାର ୧୩ତମ ଅଧିବେଶନ ଗୁରୁତ୍ୱପୂର୍ଣ୍ଣ। ଏହି ଅଧିବେଶନରେ, ଆମେ ଗୌରବମୟ ଗଣତାନ୍ତ୍ରିକ ଇତିହାସରୁ ପ୍ରେରଣା ଗ୍ରହଣ କରିବୁ ଏବଂ ନୂତନ ସଂସଦ ଗୃହରେ ନୂତନ ଶକ୍ତି ଏବଂ ଆତ୍ମବିଶ୍ୱାସ ସହିତ ଗଣତନ୍ତ୍ରକୁ ଅଧିକ ସମୃଦ୍ଧ କରିବା ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିବୁ। ୧୪୦ କୋଟି ଦେଶବାସୀଙ୍କ ଅଂଶଗ୍ରହଣ ଏହାକୁ ଅଧିକ ସ୍ବତନ୍ତ୍ର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ଭିତରେ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri