ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଟିକେଟ୍‌ ନ ଦେବାରୁ ନିକଟରେ ପର୍ଶୁରାମ ବିଜେଡି ଛାଡ଼ିଥିଲେ । ଭାଜପାରେ ମିଶିବା ପରେ ପର୍ଶୁରାମ କହିଛନ୍ତି, ଦଳ ଯାହା ନିଷ୍ପତ୍ତି ନେବ ତାକୁ ମାନିବି, ୧୦ ବର୍ଷ ପରେ ଘରକୁ ଫେରିବାକୁ ସୁଯୋଗ ଦେଇଥିବାରୁ ଭାଜପାକୁ ଧନ୍ୟବାଦ ।

 

Share