Categories: ରାଜ୍ୟ

ପାଟଣାଗଡ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ)-ପାଟଣାଗଡ ବିଧାୟକ ସରୋଜ କୁମାର ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିିଭ ଆସିଛି। ଶନିବାର ସେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ କ୍ୱାରାଣ୍ଟାଇନରେ ଅଛନ୍ତି। ତାଙ୍କ ସଂସ୍ସର୍ଶରେ ଆସିଥିବା ଲୋକମାନଙ୍କୁ କରୋନା ପରୀକ୍ଷା କରାଇ ନେବା ପାଇଁ ସେ ଅନୁରୋଧ କରିଛନ୍ତି।