Categories: ଖେଳ

କୋଲକାତାକୁ ୧୮୦ ରନର ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ

କୋଲକାତା,୮।୫: ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ନାଇଟ ରାଇଡର୍ସ ବୋଲିଂ କରିଥିଲା। ତେବେ ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୭୯ ରନ କରିଛି। ଫଳରେ କୋଲକାତା ନାଇଟ ରାଇଡର୍ସ ପାଇଁ ୧୮୦ ରନର ବିଜୟ ଲକ୍ଷ୍ୟ ରହିଛି।

Share