ବଢ଼ିଲା କନ୍ଦଳ: ପିସିସି ସଭାପତିଙ୍କ ଇସ୍ତଫା ଦାବି

ଭୁବନେଶ୍ୱର,୨୭ା୬: ସାଧାରଣ ନିର୍ବାଚନରେ ପରାଜୟ ପରେ ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ବଢ଼ିଚାଲଛି। ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ପିସିସି ସଭାପତି ଇସ୍ତଫା ଦେଇ ଦେବା ଉଚିତ ବୋଲି କହିଛନ୍ତି। ଦଳର ଶୋଚନୀୟ ପରାଜୟ ପାଇଁ ପିସିସି ସଭାପତି ଇସ୍ତଫା ଦେଇଦେବା କଥା। ସେ ନିଜେ ଶୋଚନୀୟ ଭାବେ ହାରିଛନ୍ତି ଏବଂ ଦଳ ମଧ୍ୟ ହାରିଛି। ସେ ଇସ୍ତଫା ଦେଇଛନ୍ତି କି ନାହିଁ ଜାଣିନି, ଦେଇଥିଲେ ଭଲ କଥା’ ବୋଲି ପଞ୍ଚାନନ କହିଛନ୍ତି। ସେହିପରି ପଞ୍ଚାନନଙ୍କ କଥାରେ ସ୍ବର ମିଳାଇଛନ୍ତି ବରିଷ୍ଠ ନେତା ଜୟଦେବ ଜେନା। ସେ କହିଛନ୍ତି, ମୁଁ ପିସିସି ସଭାପତି ଥିବା ବେଳେ ଇସ୍ତଫା ଦେଇଥିଲି। ଦଳ ହାରିଯିବାରୁ ଇସ୍ତଫା ଦେଇଥିଲି ବୋଲି ଜୟଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣସର ଘରେ  ମହାପ୍ରଭୁ:  ଆଜି ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ

ପୁରୀ,୨।୭: ଅଣସର ଘରେ  ମହାପ୍ରଭୁ। ତାଙ୍କୁ ସୁସ୍ଥ କରିବାକୁ ଲାଗିପଡ଼ିଛନ୍ତି ରାଜବୈଦ୍ୟ। ଏ ନେଇ ପବିତ୍ର ଏକାଦଶୀ ତିଥିରେ  ମଙ୍ଗଳବାର ଶ୍ରୀଜିଉମାନଙ୍କୁ ଦଶମୂଳ ମୋଦକ ଲାଗି...

ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା

ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର...

ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର...

୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ...

ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି।...

ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୨ା୭(ଅନିଲ ଦାସ) ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ...

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ...

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri